Ezra 6:18 — Compare Translations
5 translations compared side by side
Odia - 1840
"ସମାନେେ ମାଶାେ ପୁସ୍ତକର ଲିଖନ ପ୍ରମାଣେ ୟିରୁଶାଲମ ରେ ପରମେଶ୍ବରଙ୍କ ମନ୍ଦିରର ସବୋପାଇଁ ଯାଜକମାନଙ୍କୁ ସମାନଙ୍କେର ଦଳ ଅନୁସାରେ ଓ ଲବେୀୟମାନଙ୍କୁ ସମାନଙ୍କେ ଦଳ ଅନୁସାରେ ନିୟୁକ୍ତି କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ମୋଶା-ପୁସ୍ତକର ଲିଖନାନୁସାରେ ଯିରୂଶାଲମରେ ପରମେଶ୍ଵରଙ୍କ ସେବାର୍ଥେ ଯାଜକମାନଙ୍କୁ ସେମାନଙ୍କ ବିଭାଗାନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ପାଳି ଅନୁସାରେ ନିଯୁକ୍ତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋଶାଙ୍କ ପୁସ୍ତକର ଲିଖନ ପ୍ରମାଣେ ଯିରୁଶାଲମରେ ପରମେଶ୍ୱରଙ୍କ ମନ୍ଦିରର ସେବା ପାଇଁ ଯାଜକମାନଙ୍କୁ ସେମାନଙ୍କର ଦଳ ଅନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ଦଳ ଅନୁସାରେ ନିଯୁକ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ମୋଶା-ପୁସ୍ତକର ଲିଖନାନୁସାରେ ଯିରୂଶାଲମରେ ପରମେଶ୍ୱରଙ୍କ ସେବାର୍ଥେ ଯାଜକମାନଙ୍କୁ ସେମାନଙ୍କ ବିଭାଗାନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ପାଳି ଅନୁସାରେ ନିଯୁକ୍ତ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ମୋଶା-ପୁସ୍ତକର ଲିଖନାନୁସାରେ ଯିରୂଶାଲମରେ ପରମେଶ୍ୱରଙ୍କ ସେବାର୍ଥେ ଯାଜକମାନଙ୍କୁ ସେମାନଙ୍କ ବିଭାଗାନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ପାଳି ଅନୁସାରେ ନିଯୁକ୍ତ କଲେ।