Ezra 6:19 — Compare Translations

5 translations compared side by side

Odia - 1840
"ଏହାପରେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନ ରେ ବନ୍ଦୀତ୍ବର ସନ୍ତାନଗଣ ନିସ୍ତାରପର୍ବ ପାଳନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ବନ୍ଦୀତ୍ଵର ସନ୍ତାନଗଣ ନିସ୍ତାର ପର୍ବ ପାଳନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନିସ୍ତାରପର୍ବ ଏହା ପରେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ବନ୍ଦୀତ୍ୱର ସନ୍ତାନଗଣ ନିସ୍ତାରପର୍ବ ପାଳନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ବନ୍ଦୀତ୍ୱର ସନ୍ତାନଗଣ ନିସ୍ତାର ପର୍ବ ପାଳନ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ବନ୍ଦୀତ୍ୱର ସନ୍ତାନଗଣ ନିସ୍ତାର ପର୍ବ ପାଳନ କଲେ।