Ezra 6:20 — Compare Translations
5 translations compared side by side
Odia - 1840
"କାରଣ ଯାଜକମାନେ ଓ ଲବେୀୟମାନେ ଏକତ୍ର ଆପଣାମାନଙ୍କୁ ଶୁଚି କଲେ। ସେ ସମସ୍ତେ ଶୁଚି ହାଇେଥିଲେ। ଏଣୁ ସମାନେେ ବନ୍ଦୀତ୍ବର ସମଗ୍ର ସନ୍ତାନ ନିମନ୍ତେ ଆପଣା ଯାଜକ ଭାତୃଗଣ ନିମନ୍ତେ ଓ ଆପଣାମାନଙ୍କ ନିମନ୍ତେ ନିସ୍ତାରପର୍ବ ରେ ମଷେ ବଳି ବଧ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯାଜକମାନେ ଓ ଲେବୀୟମାନେ ଏକତ୍ର ଆପଣାମାନଙ୍କୁ ଶୁଚି କଲେ; ସେସମସ୍ତେ ଶୁଚି ହୋଇଥିଲେ; ଏଣୁ ସେମାନେ ବନ୍ଦୀତ୍ଵର ସମଗ୍ର ସନ୍ତାନ ନିମନ୍ତେ, ଆପଣା ଯାଜକ-ଭ୍ରାତୃଗଣ ନିମନ୍ତେ ଓ ଆପଣା-ମାନଙ୍କ ନିମନ୍ତେ ନିସ୍ତାର ପର୍ବର ବଳି ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଯାଜକମାନେ ଓ ଲେବୀୟମାନେ ଏକତ୍ର ଆପଣାମାନଙ୍କୁ ଶୁଚି କଲେ। ସେ ସମସ୍ତେ ଶୁଚି ହୋଇଥିଲେ। ଏଣୁ ସେମାନେ ବନ୍ଦୀତ୍ୱର ସମଗ୍ର ସନ୍ତାନ ନିମନ୍ତେ ଆପଣା ଯାଜକ ଭାତୃଗଣ ନିମନ୍ତେ ଓ ଆପଣାମାନଙ୍କ ନିମନ୍ତେ ନିସ୍ତାରପର୍ବରେ ମେଷ ବଳି ବଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯାଜକମାନେ ଓ ଲେବୀୟମାନେ ଏକତ୍ର ଆପଣାମାନଙ୍କୁ ଶୁଚି କଲେ; ସେସମସ୍ତେ ଶୁଚି ହୋଇଥିଲେ; ଏଣୁ ସେମାନେ ବନ୍ଦୀତ୍ୱର ସମଗ୍ର ସନ୍ତାନ ନିମନ୍ତେ, ଆପଣା ଯାଜକ-ଭ୍ରାତୃଗଣ ନିମନ୍ତେ ଓ ଆପଣାମାନଙ୍କ ନିମନ୍ତେ ନିସ୍ତାର ପର୍ବର ବଳି ବଧ କଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯାଜକମାନେ ଓ ଲେବୀୟମାନେ ଏକତ୍ର ଆପଣାମାନଙ୍କୁ ଶୁଚି କଲେ; ସେସମସ୍ତେ ଶୁଚି ହୋଇଥିଲେ; ଏଣୁ ସେମାନେ ବନ୍ଦୀତ୍ୱର ସମଗ୍ର ସନ୍ତାନ ନିମନ୍ତେ, ଆପଣା ଯାଜକ-ଭ୍ରାତୃଗଣ ନିମନ୍ତେ ଓ ଆପଣାମାନଙ୍କ ନିମନ୍ତେ ନିସ୍ତାର ପର୍ବର ବଳି ବଧ କଲେ।