Ezra 6:21 — Compare Translations

5 translations compared side by side

Odia - 1840
"ବଳିତ୍ବରୁ ପୁନରାଗତ ଇଶ୍ରାୟେଲ ସନ୍ତାନଗଣ ଓ ଯେଉଁମାନେ ସମାନଙ୍କେର ପକ୍ଷ ହାଇେ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବରଙ୍କର ଅନ୍ବଷେଣ କରିବା ପାଇଁ ଦେଶନିବାସୀ ଅନ୍ୟ ଦେଶୀଯମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ୍ କରିଥିଲେ। ସମାନେେ ସମସ୍ତେ ନିସ୍ତାର ପର୍ବ ରେ ଭୋଜନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ବନ୍ଦୀତ୍ଵର ପୁନରାଗତ ଇସ୍ରାଏଲ-ସନ୍ତାନଗଣ ଓ ଯେଉଁମାନେ ସେମାନଙ୍କର ପକ୍ଷ ହୋଇ ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କର ଅନ୍ଵେଷଣ କରିବା ପାଇଁ ଦେଶ ନିବାସୀ ଅନ୍ୟ ଦେଶୀୟମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ୍ କରିଥିଲେ, ସେସମସ୍ତେ ଭୋଜନ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବଳିତ୍ୱରୁ ପୁନରାଗତ ଇସ୍ରାଏଲ ସନ୍ତାନଗଣ ଓ ଯେଉଁମାନେ ସେମାନଙ୍କର ପକ୍ଷ ହୋଇ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଦେଶନିବାସୀ ଅନ୍ୟ ଦେଶୀୟମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ କରିଥିଲେ। ସେମାନେ ସମସ୍ତେ ନିସ୍ତାରପର୍ବରେ ଭୋଜନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ବନ୍ଦୀତ୍ୱର ପୁନରାଗତ ଇସ୍ରାଏଲ-ସନ୍ତାନଗଣ ଓ ଯେଉଁମାନେ ସେମାନଙ୍କର ପକ୍ଷ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଦେଶ ନିବାସୀ ଅନ୍ୟଦେଶୀୟମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ କରିଥିଲେ, ସେସମସ୍ତେ ଭୋଜନ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ବନ୍ଦୀତ୍ୱର ପୁନରାଗତ ଇସ୍ରାଏଲ ସନ୍ତାନଗଣ ଓ ଯେଉଁମାନେ ସେମାନଙ୍କର ପକ୍ଷ ହୋଇ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଦେଶ ନିବାସୀ ଅନ୍ୟ ଦେଶୀୟମାନଙ୍କର ଅଶୁଚିତାରୁ ଆପଣାମାନଙ୍କୁ ପୃଥକ୍‍ କରିଥିଲେ, ସେସମସ୍ତେ ଭୋଜନ କଲେ।