Ezra 6:22 — Compare Translations

5 translations compared side by side

Odia - 1840
"ଏବଂ ସାତଦିନ ଆନନ୍ଦ ରେ ତାଡୀଶୂନ୍ଯ ରୋଟୀର ପର୍ବ ପାଳନ କଲେ। କାରଣ ସଦାପ୍ରଭୁ ସମାନଙ୍କେୁ ଅନନ୍ଦିତ କରିଥିଲେ ଓ ପରମେଶ୍ବରଙ୍କ ମନ୍ଦିର କାର୍ୟ୍ଯ ରେ ସମାନଙ୍କେ ହସ୍ତ ସବଳ କରିବା ନିମନ୍ତେ ସମାନଙ୍କେ ପ୍ରତି ଅଶୂରୀଯ ରାଜାର ଅନ୍ତଃକରଣ ଫରୋଇ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କଲେ; କାରଣ ସଦାପ୍ରଭୁ ସେମାନଙ୍କୁ ଆନନ୍ଦିତ କରିଥିଲେ ଓ ଇସ୍ରାଏଲର ପରମେଶ୍ଵର, ପରମେଶ୍ଵରଙ୍କ ଗୃହକାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୋଟୀର ପର୍ବ ପାଳନ କଲେ। କାରଣ ସଦାପ୍ରଭୁ ସେମାନଙ୍କୁ ଅନନ୍ଦିତ କରିଥିଲେ ଓ ପରମେଶ୍ୱରଙ୍କ ମନ୍ଦିର କାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସାତ ଦିନ ଆନନ୍ଦରେ ତାଡ଼ିଶୂନ୍ୟ ରୁଟିର ପର୍ବ ପାଳନ କଲେ; କାରଣ ସଦାପ୍ରଭୁ ସେମାନଙ୍କୁ ଆନନ୍ଦିତ କରିଥିଲେ ଓ ଇସ୍ରାଏଲର ପରମେଶ୍ୱର, ପରମେଶ୍ୱରଙ୍କ ଗୃହକାର୍ଯ୍ୟରେ ସେମାନଙ୍କ ହସ୍ତ ସବଳ କରିବା ନିମନ୍ତେ ସେମାନଙ୍କ ପ୍ରତି ଅଶୂରୀୟ ରାଜାର ଅନ୍ତଃକରଣ ଫେରାଇଥିଲେ।
Odia IRV 2017 (ଓଡିଆ ବାଇବେଲ)