Ezra 6:3 — Compare Translations
5 translations compared side by side
Odia - 1840
"କୋରସ ରାଜାଙ୍କ ଅଧିକାରର ପ୍ରଥମ ବର୍ଷ ରେ କୋରସ ରାଜା ୟିରୁଶାଲମସ୍ଥିତ ପରମେଶ୍ବରଙ୍କ ମନ୍ଦିର ବିଷଯ ରେ ଆଜ୍ଞା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୋରସ୍ ରାଜାଙ୍କ ଅଧିକାରର ପ୍ରଥମ ବର୍ଷରେ କୋରସ୍ ରାଜା ଯିରୂଶାଲମସ୍ଥିତ ପରମେଶ୍ଵରଙ୍କ ଗୃହ ବିଷୟରେ ଏହି ଆଜ୍ଞା କଲେ, ଲୋକମାନଙ୍କ ବଳିଦାନ ସ୍ଥାନ ସେହି ଗୃହ ନିର୍ମିତ ହେଉ ଓ ତହିଁର ଭିତ୍ତିମୂଳ ଦୃଢ଼ ରୂପେ ସ୍ଥାପିତ ହେଉ; ତହିଁର ଉଚ୍ଚତା ଷାଠିଏ ହାତ ଓ ତହିଁର ପ୍ରସ୍ଥ ଷାଠିଏ ହାତ ହେଉ;
Odia Bible ERV 2004 (ପବିତ୍ର ବାଇବଲ)
କୋରସ୍ ରାଜାଙ୍କ ଅଧିକାରର ପ୍ରଥମ ବର୍ଷରେ କୋରସ୍ ରାଜା ଯିରୁଶାଲମସ୍ଥିତ ପରମେଶ୍ୱରଙ୍କ ମନ୍ଦିର ବିଷୟରେ ଆଜ୍ଞା କଲେ। ଲୋକମାନଙ୍କ ବଳିଦାନର ସ୍ଥାନ, ସେହି ମନ୍ଦିର ନିର୍ମିତ ହେଉ। ତାହାର ମୂଳଭିତ୍ତି ମଜ୍ବୁତ୍ ହେଉ। ତାହାର ଉଚ୍ଚତା ଷାଠିଏ ହାତ ଓ ତାର ପ୍ରସ୍ଥ ଷାଠିଏ ହାତ ହେଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କୋରସ୍ ରାଜାଙ୍କ ରାଜତ୍ଵର ପ୍ରଥମ ବର୍ଷରେ କୋରସ୍ ରାଜା ଯିରୂଶାଲମସ୍ଥିତ ପରମେଶ୍ୱରଙ୍କ ଗୃହ ବିଷୟରେ ଏହି ଆଜ୍ଞା କଲେ, ଲୋକମାନଙ୍କ ବଳିଦାନ ସ୍ଥାନ ସେହି ଗୃହ ନିର୍ମିତ ହେଉ ଓ ତହିଁର ଭିତ୍ତିମୂଳ ଦୃଢ଼ ରୂପେ ସ୍ଥାପିତ ହେଉ; ତହିଁର ଉଚ୍ଚତା ଷାଠିଏ ହାତ ଓ ତହିଁର ପ୍ରସ୍ଥ ଷାଠିଏ ହାତ ହେଉ;
Odia IRV 2017 (ଓଡିଆ ବାଇବେଲ)
କୋରସ୍ ରାଜାଙ୍କ ରାଜତ୍ଵର ପ୍ରଥମ ବର୍ଷରେ କୋରସ୍ ରାଜା ଯିରୂଶାଲମସ୍ଥିତ ପରମେଶ୍ୱରଙ୍କ ଗୃହ ବିଷୟରେ ଏହି ଆଜ୍ଞା କଲେ, “ଲୋକମାନଙ୍କ ବଳିଦାନ ସ୍ଥାନ ସେହି ଗୃହ ନିର୍ମିତ ହେଉ ଓ ତହିଁର ଭିତ୍ତିମୂଳ ଦୃଢ଼ ରୂପେ ସ୍ଥାପିତ ହେଉ; ତହିଁର ଉଚ୍ଚତା ଷାଠିଏ ହାତ ଓ ତହିଁର ପ୍ରସ୍ଥ ଷାଠିଏ ହାତ ହେଉ;