Ezra 6:4 — Compare Translations
5 translations compared side by side
Odia - 1840
"ତହିଁରେ ତିନିଧାନି ବଡ ଼ବଡ଼ ପ୍ରସ୍ତର ରେ ଓ ଏକଧାଡି ନୂତନ କଡିକାଠ ରେ ଗୁନ୍ଥା ଯାଉ। ଆଉ ରାଜଗୃହରୁ ତାର ବ୍ଯଯଭାର ଭରଣ କରାଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ତିନି ଧାଡ଼ି ବଡ଼ ବଡ଼ ପ୍ରସ୍ତରରେ ଓ ଏକ ଧାଡ଼ି ନୂତନ କଡ଼ିକାଷ୍ଠରେ ଗୁନ୍ଥାଯାଉ; ଆଉ, ରାଜଗୃହରୁ ତହିଁର ବ୍ୟୟ ଦିଆଯାଉ;
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ତିନି ଧାଡ଼ି ବଡ଼ ବଡ଼ ପ୍ରସ୍ତରରେ ଓ ଏକ ଧାଡ଼ି ନୂତନ କଡ଼ିକାଠରେ ଗୁନ୍ଥା ଯାଉ। ଆଉ ରାଜଗୃହରୁ ତାର ବ୍ୟୟଭାର ଭରଣ କରାଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ତିନି ଧାଡ଼ି ବଡ଼ ବଡ଼ ପ୍ରସ୍ତରରେ ଓ ଏକ ଧାଡ଼ି ନୂତନ କଡ଼ିକାଠରେ ଗୁନ୍ଥାଯାଉ; ଆଉ, ରାଜଗୃହରୁ ତହିଁର ବ୍ୟୟ ଦିଆଯାଉ;
Odia IRV 2017 (ଓଡିଆ ବାଇବେଲ)
ତାହା ତିନି ଧାଡ଼ି ବଡ଼ ବଡ଼ ପ୍ରସ୍ତରରେ ଓ ଏକ ଧାଡ଼ି ନୂତନ କଡ଼ିକାଷ୍ଠରେ ଗୁନ୍ଥାଯାଉ; ଆଉ, ରାଜଗୃହରୁ ତହିଁର ବ୍ୟୟ ଦିଆଯାଉ;