Ezra 6:5 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ମନ୍ଦିରର ଯେଉଁ ସବୁ ସୁନା ଓ ରୂପାପାତ୍ର ନବୂଖଦ୍ନିତ୍ସର ୟିରୁଶାଲମସ୍ଥ ମନ୍ଦିରରୁ ନଇେ ବାବିଲକୁ ଆଣିଥିଲା, ତାହାସବୁ ଫରୋଇ ଦିଆଯାଉ। ଏବଂ ପ୍ରେତ୍ୟକକ ପାତ୍ର ପୁନର୍ବାର ୟିରୁଶାଲମସ୍ଥ ମନ୍ଦିରର ନିଜ ନିଜ ସ୍ଥାନକୁ ଅଣାଯାଉ। ଆଉ ତୁମ୍ଭେ ପରମେଶ୍ବରଙ୍କ ମନ୍ଦିର ରେ ତାହା ସବୁ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ପରମେଶ୍ଵରଙ୍କ ଗୃହର ଯେସକଳ ସୁନା ଓ ରୂପାର ପାତ୍ର ନବୁଖଦ୍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହାସବୁ ଫେରାଇ ଦିଆଯାଉ, ପୁଣି ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୂଶାଲମସ୍ଥ ମନ୍ଦିରର ସ୍ଵ ସ୍ଵ ସ୍ଥାନକୁ ଅଣାଯାଉ, ଆଉ ତୁମ୍ଭେ ପରମେଶ୍ଵରଙ୍କ ଗୃହରେ ତାହାସବୁ ରଖ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ମନ୍ଦିରର ଯେଉଁସବୁ ସୁନା ଓ ରୂପାପାତ୍ର ନବୂଖ‌ଦ୍‌ନିତ୍ସର ଯିରୁଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହା ସବୁ ଫେରାଇ ଦିଆଯାଉ। ଏବଂ ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୁଶାଲମସ୍ଥ ମନ୍ଦିରର ନିଜ ନିଜ ସ୍ଥାନକୁ ଅଣାଯାଉ। ଆଉ ତୁମ୍ଭେ ପରମେଶ୍ୱରଙ୍କ ମନ୍ଦିରରେ ତାହା ସବୁ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ପରମେଶ୍ୱରଙ୍କ ଗୃହର ଯେସକଳ ସୁନା ଓ ରୂପାର ପାତ୍ର ନବୂଖଦ୍‍ନିତ୍ସର ଯିରୂଶାଲମସ୍ଥ ମନ୍ଦିରରୁ ନେଇ ବାବିଲକୁ ଆଣିଥିଲା, ତାହାସବୁ ଫେରାଇ ଦିଆଯାଉ, ପୁଣି ପ୍ରତ୍ୟେକ ପାତ୍ର ପୁନର୍ବାର ଯିରୂଶାଲମସ୍ଥ ମନ୍ଦିରର ସ୍ୱ ସ୍ୱ ସ୍ଥାନକୁ ଅଣାଯାଉ, ଆଉ ତୁମ୍ଭେ ପରମେଶ୍ୱରଙ୍କ ଗୃହରେ ତାହାସବୁ ରଖ।”
Odia IRV 2017 (ଓଡିଆ ବାଇବେଲ)