Ezra 6:7 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ଏହି ମନ୍ଦିରର କାର୍ୟ୍ଯ ରେ ହସ୍ତ ଦିଅ ନାହିଁ। ୟିହୁଦୀଯମାନଙ୍କର ଅଧ୍ଯକ୍ଷ ୟିହୁଦୀଯମାନଙ୍କର ପ୍ରାଚୀନବର୍ଗ ପରମେଶ୍ବରଙ୍କ ଏହି ମନ୍ଦିର ସ୍ବସ୍ଥାନ ରେ ନିର୍ମାଣ କରନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରମେଶ୍ଵରଙ୍କ ଏହି ଗୃହର କାର୍ଯ୍ୟରେ ହସ୍ତ ଦିଅ ନାହିଁ; ଯିହୁଦୀମାନଙ୍କର ଅଧ୍ୟକ୍ଷ ଓ ଯିହୁଦୀୟମାନଙ୍କର ପ୍ରାଚୀନବର୍ଗ ପରମେଶ୍ଵରଙ୍କ ଏହି ଗୃହ ସ୍ଵସ୍ଥାନରେ ନିର୍ମାଣ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଏହି ମନ୍ଦିରର କାର୍ଯ୍ୟରେ ହସ୍ତ ଦିଅ ନାହିଁ। ଯିହୁଦୀୟମାନଙ୍କର ଅଧ୍ୟକ୍ଷ ଯିହୁଦୀୟମାନଙ୍କର ପ୍ରାଚୀନବର୍ଗ ପରମେଶ୍ୱରଙ୍କ ଏହି ମନ୍ଦିର ସ୍ୱସ୍ଥାନରେ ନିର୍ମାଣ କରନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରମେଶ୍ୱରଙ୍କ ଏହି ଗୃହର କାର୍ଯ୍ୟରେ ହସ୍ତ ଦିଅ ନାହିଁ; ଯିହୁଦୀୟମାନଙ୍କର ଅଧ୍ୟକ୍ଷ ଓ ଯିହୁଦୀୟମାନଙ୍କର ପ୍ରାଚୀନବର୍ଗ ପରମେଶ୍ୱରଙ୍କ ଏହି ଗୃହ ସ୍ୱ ସ୍ଥାନରେ ନିର୍ମାଣ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପରମେଶ୍ୱରଙ୍କ ଏହି ଗୃହର କାର୍ଯ୍ୟରେ ହସ୍ତ ଦିଅ ନାହିଁ; ଯିହୁଦୀୟମାନଙ୍କର ଅଧ୍ୟକ୍ଷ ଓ ଯିହୁଦୀୟମାନଙ୍କର ପ୍ରାଚୀନବର୍ଗ ପରମେଶ୍ୱରଙ୍କ ଏହି ଗୃହ ସ୍ୱସ୍ଥାନରେ ନିର୍ମାଣ କରନ୍ତୁ।