Ezra 6:8 — Compare Translations

5 translations compared side by side

Odia - 1840
"ପରମେଶ୍ବରଙ୍କ ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ୟିହୁଦୀଯ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ଯ, ତାହା ଆମ୍ଭେ ଆଜ୍ଞା କରୁଅଛୁ। ସମାନଙ୍କେର ବାଧା ଯେପରି ସୃଷ୍ଟି ନ ହୁଏ, ଏଥିପାଇଁ ସହେି ଲୋକମାନଙ୍କୁ ରାଜସମ୍ପତ୍ତିରୁ ଅର୍ଥାତ୍ ନଦୀ ସପୋରିସ୍ଥ ରାଜକରରୁ ଅତି ଯତ୍ନପୂର୍ବକ ବ୍ଯଯ ଦିଆଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ପରମେଶ୍ଵରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ, ଅର୍ଥାତ୍, ନଦୀ ସେପାରିସ୍ଥ ରାଜକରରୁ ଅତି ଯନିପୂର୍ବକ ବ୍ୟୟ ଦିଆଯାଉ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କ ଏହି ମନ୍ଦିର ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ। ସେମାନଙ୍କର ବାଧା ଯେପରି ସୃଷ୍ଟି ନ ହୁଏ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ ଅର୍ଥାତ୍ ନଦୀ ସେପାରିସ୍ଥ ରାଜକରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ପରମେଶ୍ୱରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜସମ୍ପତ୍ତିରୁ, ଅର୍ଥାତ୍‍, ନଦୀ ସେପାରିସ୍ଥ ରାଜ-କରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ପରମେଶ୍ୱରଙ୍କର ଏହି ଗୃହ ନିର୍ମାଣ କରିବା ନିମନ୍ତେ ତୁମ୍ଭମାନଙ୍କର ଏହି ଯିହୁଦୀୟ ପ୍ରାଚୀନବର୍ଗ ପ୍ରତି ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ଆଜ୍ଞା କରୁଅଛୁ; ସେମାନଙ୍କର ବାଧା ଯେପରି ନ ଜନ୍ମେ, ଏଥିପାଇଁ ସେହି ଲୋକମାନଙ୍କୁ ରାଜ ସମ୍ପତ୍ତିରୁ, ଅର୍ଥାତ୍‍, ନଦୀ ସେପାରିସ୍ଥ ରାଜକରରୁ ଅତି ଯତ୍ନପୂର୍ବକ ବ୍ୟୟ ଦିଆଯାଉ।