Ezra 6:9 — Compare Translations

5 translations compared side by side

Odia - 1840
"ସ୍ବର୍ଗସ୍ଥ ପରମେଶ୍ବରଙ୍କ ହାମବେଳି ନିମନ୍ତେ ୟିରୁଶାଲମସ୍ଥ ଯାଜକମାନଙ୍କ ବାକ୍ଯ ଅନୁୟାଯୀ ୟୁବାବୃଷ, ମଷେ, ମଷେଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହାସବୁ ସମାନଙ୍କେ ପ୍ରୟୋଜନ, ତାହାସବୁ ଦିନକୁ ଦିନ ବିନା ବାଧା ରେ ସମାନଙ୍କେୁ ଦିଆଯାଉ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ହୋମବଳି ନିମନ୍ତେ ଯିରୂଶାଲମସ୍ଥ ଯାଜକମାନଙ୍କ ବାକ୍ୟାନୁସାରେ ଯୁବା ବୃଷ ଓ ମେଷ ଓ ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହା ଯାହା ସେମାନଙ୍କର ପ୍ରୟୋଜନ, ତାହାସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ;
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୁଶାଲମସ୍ଥ ଯାଜକମାନଙ୍କ ବାକ୍ୟ ଅନୁଯାୟୀ ଯୁବାବୃଷ, ମେଷ, ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହାସବୁ ସେମାନଙ୍କ ପ୍ରୟୋଜନ, ତାହା ସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ହୋମବଳି ନିମନ୍ତେ ଯିରୂଶାଲମସ୍ଥ ଯାଜକମାନଙ୍କ ବାକ୍ୟାନୁସାରେ ଯୁବା ବୃଷ ଓ ମେଷ ଓ ମେଷଶାବକ, ଗହମ, ଲବଣ, ଦ୍ରାକ୍ଷାରସ ଓ ତୈଳ, ଯାହା ଯାହା ସେମାନଙ୍କର ପ୍ରୟୋଜନ, ତାହାସବୁ ଦିନକୁ ଦିନ ବିନା ବାଧାରେ ସେମାନଙ୍କୁ ଦିଆଯାଉ;
Odia IRV 2017 (ଓଡିଆ ବାଇବେଲ)