Ezra 7:1 — Compare Translations
5 translations compared side by side
Odia - 1840
"ଏହିସବୁ ଘଟଣାପରେ ପାରସ୍ଯ ରାଜା ଅର୍ତ୍ତକ୍ଷସ୍ତର ଶାସନ ସମୟରେ ସରାଯର ପୁତ୍ର ଏଜ୍ରା ବାବିଲରୁ ୟାତ୍ରା କଲେ। ଉକ୍ତ ସରାଯ ଅସରିଯର ପୁତ୍ର, ଅସରିଯ ହିଲ୍କିଯର ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସବୁ ଘଟନା ଉତ୍ତାରେ ପାରସ୍ୟ-ରାଜ ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ସରାୟର ପୁତ୍ର ଏଜ୍ରା ବାବିଲ୍ରୁ ଯାତ୍ରା କଲା; ଉକ୍ତ ସରାୟ ଅସରୀୟର ସନ୍ତାନ, ଅସରିୟ ହିଲ୍କୀୟର⇧ ସନ୍ତାନ,
Odia Bible ERV 2004 (ପବିତ୍ର ବାଇବଲ)
ଏଜ୍ରା ଯିରୁଶାଲମକୁ ଆସିଲେ ଏହିସବୁ ଘଟଣାପରେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତର ଶାସନ ସମୟରେ ସରାୟର ପୁତ୍ର ଏଜ୍ରା ବାବିଲରୁ ଯାତ୍ରା କଲେ। ଉକ୍ତ ସରାୟ ଅସରିୟର ପୁତ୍ର, ଅସରିୟ ହିଲ୍କିୟର ପୁତ୍ର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିସବୁ ଘଟଣା ଉତ୍ତାରେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ସରାୟର ପୁତ୍ର ଏଜ୍ରା ବାବିଲରୁ ଯାତ୍ରା କଲା; ଉକ୍ତ ସରାୟ ଅସରୀୟର ସନ୍ତାନ, ଅସରୀୟ ହିଲ୍କୀୟର ସନ୍ତାନ,
Odia IRV 2017 (ଓଡିଆ ବାଇବେଲ)
ଏହିସବୁ ଘଟଣା ଉତ୍ତାରେ ପାରସ୍ୟ ରାଜା ଅର୍ତ୍ତକ୍ଷସ୍ତର ଅଧିକାର ସମୟରେ ସରାୟର ପୁତ୍ର ଏଜ୍ରା ବାବିଲରୁ ଯାତ୍ରା କଲା; ଉକ୍ତ ସରାୟ ଅସରୀୟର ସନ୍ତାନ, ଅସରୀୟ ହିଲ୍କିୟର ସନ୍ତାନ,