Ezra 7:10 — Compare Translations

5 translations compared side by side

Odia - 1840
"ଏଜ୍ରା ସଦାପ୍ରଭୁଙ୍କ ବ୍ଯବସ୍ଥା ଅନୁସନ୍ଧାନ ଓ ପାଳନ କରିବାରୁ ପୁଣି ଇଶ୍ରାୟେଲ ମଧିଅରେ ବ୍ଯବସ୍ଥା ଓ ଆଜ୍ଞା ଶିକ୍ଷା ଦବୋକୁ ଆପଣାକୁ ବିନିୟୋଗ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାରୁ ପୁଣି ଇସ୍ରାଏଲ ମଧ୍ୟରେ ବ୍ୟବସ୍ଥା ଓ ଆଜ୍ଞା ଶିକ୍ଷା ଦେବାକୁ ଆପଣାକୁ ବିନିଯୋଗ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲେ।