Ezra 7:11 — Compare Translations

5 translations compared side by side

Odia - 1840
"ରାଜା ଅର୍ତ୍ତକ୍ଷସ୍ତ ଏଜ୍ରା ଯାଜକକୁ ଏକ ପତ୍ର ଦଇେଥିଲେ। ଇଶ୍ରାୟେଲ ସମ୍ବନ୍ଧ ରେ ଏଜ୍ରା ସଦାପ୍ରଭୁଙ୍କର ଆଜ୍ଞାର ଲେଖକ ଓ ଶିକ୍ଷକ ଥିଲେ। ଏହା ହେଉଛି ସହେି ଚିଠିର ଅନୁଲିପି ଯାହା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ତ୍ତକ୍ଷସ୍ତ ରାଜା ଅଧ୍ୟାପକ ଏଜ୍ରା ଯାଜକକୁ, ଅର୍ଥାତ୍, ସଦାପ୍ରଭୁଙ୍କ ଆଜ୍ଞାବାକ୍ୟର ଓ ଇସ୍ରାଏଲ ପ୍ରତି ତାହାଙ୍କ ବିଧିର ଅଧ୍ୟାପକକୁ ଯେଉଁ ପତ୍ର ଦେଇଥିଲା, ତହିଁର ଅନୁଲିପି ଏହି, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ଏଜ୍ରାଙ୍କ ନିକଟକୁ ରାଜା ଅର୍ତ୍ତକ୍ଷସ୍ତଙ୍କ ପତ୍ର ରାଜା ଅର୍ତ୍ତକ୍ଷସ୍ତ ଏଜ୍ରା ଯାଜକକୁ ଏକ ପତ୍ର ଦେଇଥିଲେ। ଇସ୍ରାଏଲ ସମ୍ବନ୍ଧରେ ଏଜ୍ରା ସଦାପ୍ରଭୁଙ୍କର ଆଜ୍ଞାର ଲେଖକ ଓ ଶିକ୍ଷକ ଥିଲେ। ଏହା ହେଉଛି ସେହି ଚିଠିର ଅନୁଲିପି ଯାହା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ତ୍ତକ୍ଷସ୍ତ ରାଜା ଅଧ୍ୟାପକ ଏଜ୍ରା ଯାଜକକୁ, ଅର୍ଥାତ୍‍, ସଦାପ୍ରଭୁଙ୍କ ଆଜ୍ଞାବାକ୍ୟର ଓ ଇସ୍ରାଏଲ ପ୍ରତି ତାହାଙ୍କ ବିଧିର ଅଧ୍ୟାପକକୁ ଯେଉଁ ପତ୍ର ଦେଇଥିଲା, ତହିଁର ପ୍ରତିଲିପି ଏହି, ଯଥା,
Odia IRV 2017 (ଓଡିଆ ବାଇବେଲ)
ଅର୍ତ୍ତକ୍ଷସ୍ତ ରାଜା ଅଧ୍ୟାପକ ଏଜ୍ରା ଯାଜକକୁ, ଅର୍ଥାତ୍‍, ସଦାପ୍ରଭୁଙ୍କ ଆଜ୍ଞାବାକ୍ୟର ଓ ଇସ୍ରାଏଲ ପ୍ରତି ତାହାଙ୍କ ବିଧିର ଅଧ୍ୟାପକକୁ ଯେଉଁ ପତ୍ର ଦେଇଥିଲା, ତହିଁର ପ୍ରତିଲିପି ଏହି, ଯଥା,