Ezra 7:12 — Compare Translations

5 translations compared side by side

Odia - 1840
"ରାଜାଧିରାଜ ଅର୍ତ୍ତକ୍ଷସ୍ତଠାରୁ, ସ୍ବର୍ଗସ୍ଥ ପରମେଶ୍ବରଙ୍କର ବ୍ଯବସ୍ଥା ଶିକ୍ଷକ ଓ ଯାଜକ ଏଜ୍ରାକୁ ଅଭିନନ୍ଦନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରାଜାଧିରାଜ ଅର୍ତ୍ତକ୍ଷସ୍ତ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ବ୍ୟବସ୍ଥାଧ୍ୟାପକ, ସିଦ୍ଧ, ଇତ୍ୟାଦି - ଏଜ୍ରା ଯାଜକ ପ୍ରତି,
Odia Bible ERV 2004 (ପବିତ୍ର ବାଇବଲ)
ରାଜାଧିରାଜ ଅର୍ତ୍ତକ୍ଷସ୍ତଠାରୁ, ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ବ୍ୟବସ୍ଥା ଶିକ୍ଷକ ଓ ଯାଜକ ଏଜ୍ରାକୁ ଅଭିନନ୍ଦନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ରାଜାଧିରାଜ ଅର୍ତ୍ତକ୍ଷସ୍ତ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ, ସିଦ୍ଧ, ଇତ୍ୟାଦି ଏଜ୍ରା ଯାଜକ ପ୍ରତି,
Odia IRV 2017 (ଓଡିଆ ବାଇବେଲ)
“ରାଜାଧିରାଜ ଅର୍ତ୍ତକ୍ଷସ୍ତ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ, ସିଦ୍ଧ, ଇତ୍ୟାଦି ଏଜ୍ରା ଯାଜକ ପ୍ରତି,