Ezra 7:13 — Compare Translations
5 translations compared side by side
Odia - 1840
"ମୁଁ ଆଜ୍ଞା କରୁଅଛି, ଯେ ମାେ ରାଜ୍ଯସ୍ଥିତ ଇଶ୍ରାୟେଲ ମଧ୍ଯରୁ ଯେତେ ଲୋକ, ସମାନଙ୍କେର ଯାଜକ ଓ ଲବେୀୟମାନେ ୟିରୁଶାଲମକୁ ସ୍ବଇଚ୍ଛା ରେ ୟିବାକୁ ମନ କରନ୍ତି। ସମାନେେ ତୁମ୍ଭ ଏଜ୍ରାଙ୍କ ସଙ୍ଗେ ୟାନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ଆଜ୍ଞା କରୁଅଛି ଯେ, ମୋʼ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ପୁଣି ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୂଶାଲମକୁ ସ୍ଵେଚ୍ଛାରେ ଯିବାକୁ ମନ କରନ୍ତି, ସେମାନେ ତୁମ୍ଭ ସଙ୍ଗେ ଯାଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଆଜ୍ଞା କରୁଅଛି, ଯେ ମୋ’ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୁଶାଲମକୁ ସ୍ୱଇଚ୍ଛାରେ ଯିବାକୁ ମନ କରନ୍ତି। ସେମାନେ ତୁମ୍ଭ ଏଜ୍ରାଙ୍କ ସଙ୍ଗେ ଯା’ନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ଆଜ୍ଞା କରୁଅଛି ଯେ, ମୋʼ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ପୁଣି ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୂଶାଲମକୁ ସ୍ୱେଚ୍ଛାରେ ଯିବାକୁ ମନ କରନ୍ତି, ସେମାନେ ତୁମ୍ଭ ସଙ୍ଗେ ଯାଉନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ମୁଁ ଆଜ୍ଞା କରୁଅଛି ଯେ, ମୋ’ ରାଜ୍ୟସ୍ଥିତ ଇସ୍ରାଏଲ ମଧ୍ୟରୁ ଯେତେ ଲୋକ, ପୁଣି ସେମାନଙ୍କର ଯାଜକ ଓ ଲେବୀୟମାନେ ଯିରୂଶାଲମକୁ ସ୍ଵେଚ୍ଛାରେ ଯିବାକୁ ମନ କରନ୍ତି, ସେମାନେ ତୁମ୍ଭ ସଙ୍ଗେ ଯାଉନ୍ତୁ।