Ezra 7:14 — Compare Translations
5 translations compared side by side
Odia - 1840
"ଏଜ୍ରା, ମୁଁ ଏବଂ ମାରେ ସାତଜଣ ଉପଦେଷ୍ଟା ତୁମ୍ଭ ସହିତ ପଠାଉଛୁ। ତୁମ୍ଭେ ଯିହୁଦା ଓ ୟିରୁଶାଲମକୁ ୟିବା ଉଚିତ୍। ପରମେଶ୍ବରଙ୍କର ବ୍ଯବସ୍ଥା ବିଷଯବସ୍ତୁଗୁଡିକରେ ଧ୍ଯାନ ଦବୋ ଉଚିତ୍, ଯେଉଁଥି ରେ ତୁମ୍ଭେ ଜଣେ ବିଜ୍ଞ ଅଟ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତୁମ୍ଭ ହସ୍ତସ୍ଥିତ ତୁମ୍ଭ ପରମେଶ୍ଵରଙ୍କ ବ୍ୟବସ୍ଥା ପ୍ରମାଣେ ଯିହୁଦା ଓ ଯିରୂଶାଲମର ତତ୍ତ୍ଵାନୁସନ୍ଧାନ କରିବାକୁ,
Odia Bible ERV 2004 (ପବିତ୍ର ବାଇବଲ)
ଏଜ୍ରା, ମୁଁ ଏବଂ ମୋର ସାତ ଜଣ ଉପଦେଷ୍ଟା ତୁମ୍ଭ ସହିତ ପଠାଉଛୁ। ତୁମ୍ଭେ ଯିହୁଦା ଓ ଯିରୁଶାଲମକୁ ଯିବା ଉଚିତ୍। ପରମେଶ୍ୱରଙ୍କର ବ୍ୟବସ୍ଥା ବିଷୟବସ୍ତୁଗୁଡ଼ିକରେ ଧ୍ୟାନ ଦେବା ଉଚିତ୍, ଯେଉଁଥିରେ ତୁମ୍ଭେ ଜଣେ ବିଜ୍ଞ ଅଟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତୁମ୍ଭ ହସ୍ତସ୍ଥିତ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ପ୍ରମାଣେ ଯିହୁଦା ଓ ଯିରୂଶାଲମର ତତ୍ତ୍ୱାନୁସନ୍ଧାନ କରିବାକୁ,
Odia IRV 2017 (ଓଡିଆ ବାଇବେଲ)
କାରଣ ତୁମ୍ଭ ହସ୍ତସ୍ଥିତ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ପ୍ରମାଣେ ଯିହୁଦା ଓ ଯିରୂଶାଲମର ତତ୍ତ୍ୱାନୁସନ୍ଧାନ କରିବାକୁ,