Ezra 7:15 — Compare Translations
5 translations compared side by side
Odia - 1840
"ମୁଁ ଏବଂ ମାରେ ଉପଦେଷ୍ଟାମାନେ ତୁମ୍ଭକୁ ଯେଉଁ ସୁନା ଓ ରୂପା ଇଶ୍ରାୟେଲର ପରମେଶ୍ବରଙ୍କୁ ଦଇେଅଛୁ। ପରମେଶ୍ବର ୟିରୁଶାଲମ ରେ ବାସ କରନ୍ତି। ତୁମ୍ଭେ ନିଶ୍ଚିତ ଏହି ସୁନା ଓ ରୂପା ତୁମ୍ଭମାନଙ୍କ ସହିତ ନବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯିରୂଶାଲମରେ ଯାହାଙ୍କର ଆବାସ ଅଛି, ଇସ୍ରାଏଲର ସେହି ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ରାଜା ଓ ତାଙ୍କ ମନ୍ତ୍ରୀଗଣର ସ୍ଵେଚ୍ଛାଦତ୍ତ ସୁନା ଓ ରୂପା,
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏବଂ ମୋର ଉପଦେଷ୍ଟାମାନେ ତୁମ୍ଭକୁ ଯେଉଁ ସୁନା ଓ ରୂପା ଇସ୍ରାଏଲର ପରମେଶ୍ୱରଙ୍କୁ ଦେଇଅଛୁ। ପରମେଶ୍ୱର ଯିରୁଶାଲମରେ ବାସ କରନ୍ତି। ତୁମ୍ଭେ ନିଶ୍ଚିତ ଏହି ସୁନା ଓ ରୂପା ତୁମ୍ଭମାନଙ୍କ ସହିତ ନେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିରୂଶାଲମରେ ଯାହାଙ୍କର ଆବାସ ଅଛି, ଇସ୍ରାଏଲର ସେହି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜା ଓ ତାଙ୍କ ମନ୍ତ୍ରୀଗଣର ସ୍ଵେଚ୍ଛାଦତ୍ତ ସୁନା ଓ ରୂପା,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିରୂଶାଲମରେ ଯାହାଙ୍କର ଆବାସ ଅଛି, ଇସ୍ରାଏଲର ସେହି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ରାଜା ଓ ତାଙ୍କ ମନ୍ତ୍ରୀଗଣର ସ୍ଵେଚ୍ଛାଦତ୍ତ ସୁନା ଓ ରୂପା,