Ezra 7:16 — Compare Translations

5 translations compared side by side

Odia - 1840
"ବାବିଲର ସମୁଦାଯ ପ୍ରଦେଶ ରେ ତୁମ୍ଭେ ସମସ୍ତ ସୁନା ଓ ରୂପା ପାଇବ। ପୁଣି ଲୋକମାନେ ଓ ଯାଜକମାନେ ସମାନଙ୍କେ ପରମେଶ୍ବରଙ୍କ ୟିରୁଶାଲମସ୍ଥିତ ମନ୍ଦିର ପାଇଁ ସ୍ବେଚ୍ଛାପୂର୍ବକ ଯାହା ଦବେେ ସହେିସବୁ ଉପହାର ନବୋ ପାଇଁ ତୁମ୍ଭେ ରାଜା ଓ ତାଙ୍କର ସପ୍ତମନ୍ତୀଙ୍କ ଦ୍ବାରା ପ୍ ରରେିତ ହେଉଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ଯେସମସ୍ତ ରୂପା ଓ ସୁନା ପାଇବ, ପୁଣି ଲୋକମାନେ ଓ ଯାଜକମାନେ ସେମାନଙ୍କ ପରମେଶ୍ଵରଙ୍କ ଯିରୂଶାଲମସ୍ଥିତ ଗୃହ ନିମନ୍ତେ ସ୍ଵେଚ୍ଛାପୂର୍ବକ ଯାହା ଦେବେ, ସେହିସବୁ ସ୍ଵେଚ୍ଛାଦତ୍ତ ଉପହାର ନେବା ନିମନ୍ତେ ତୁମ୍ଭେ ରାଜା ଓ ତାଙ୍କ ସପ୍ତ ମନ୍ତ୍ରୀ ଦ୍ଵାରା ପ୍ରେରିତ ହେଉଅଛ;
Odia Bible ERV 2004 (ପବିତ୍ର ବାଇବଲ)
ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ସମସ୍ତ ସୁନା ଓ ରୂପା ପାଇବ। ପୁଣି ଲୋକମାନେ ଓ ଯାଜକମାନେ ସେମାନଙ୍କ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିର ପାଇଁ ସ୍ୱେଚ୍ଛାପୂର୍ବକ ଯାହା ଦେବେ ସେହିସବୁ ଉପହାର ନେବା ପାଇଁ ତୁମ୍ଭେ ରାଜା ଓ ତାଙ୍କର ସପ୍ତ ମନ୍ତ୍ରୀଙ୍କ ଦ୍ୱାରା ପ୍ରେରିତ ହେଉଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ଯେସମସ୍ତ ରୂପା ଓ ସୁନା ପାଇବ, ପୁଣି ଲୋକମାନେ ଓ ଯାଜକମାନେ ସେମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହ ନିମନ୍ତେ ସ୍ଵେଚ୍ଛାପୂର୍ବକ ଯାହା ଦେବେ, ସେହି ସବୁ ସ୍ଵେଚ୍ଛାଦତ୍ତ ଉପହାର ନେବା ନିମନ୍ତେ ତୁମ୍ଭେ ରାଜା ଓ ତାଙ୍କ ସପ୍ତ ମନ୍ତ୍ରୀ ଦ୍ୱାରା ପ୍ରେରିତ ହେଉଅଛ;
Odia IRV 2017 (ଓଡିଆ ବାଇବେଲ)
ଆଉ, ବାବିଲର ସମୁଦାୟ ପ୍ରଦେଶରେ ତୁମ୍ଭେ ଯେସମସ୍ତ ରୂପା ଓ ସୁନା ପାଇବ, ପୁଣି ଲୋକମାନେ ଓ ଯାଜକମାନେ ସେମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହ ନିମନ୍ତେ ସ୍ଵେଚ୍ଛାପୂର୍ବକ ଯାହା ଦେବେ, ସେହିସବୁ ସ୍ଵେଚ୍ଛାଦତ୍ତ ଉପହାର ନେବା ନିମନ୍ତେ ତୁମ୍ଭେ ରାଜା ଓ ତାଙ୍କ ସପ୍ତ ମନ୍ତ୍ରୀ ଦ୍ୱାରା ପ୍ରେରିତ ହେଉଅଛ;