Ezra 7:17 — Compare Translations
5 translations compared side by side
Odia - 1840
"ଏଣୁ ତୁମ୍ଭେ ଏହି ମୁଦ୍ରା ଦ୍ବାରା ବୃଷ, ଅଣ୍ତିରା ମଷେ, ମଷେଶାବକ ଓ ତହିଁ ସଙ୍ଗେ ନିରୂପିତ ଶସ୍ଯ ଓ ପଯେ ନବୈେଦ୍ଯ କ୍ରଯ କରି ତୁମ୍ଭମାନଙ୍କ ପରମେଶ୍ବରଙ୍କ ୟିରୁଶାଲମସ୍ଥିତ ମନ୍ଦିରର ୟଜ୍ଞବଦେୀ ଉପରେ ଉତ୍ସର୍ଗ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ତୁମ୍ଭେ ଏହି ମୁଦ୍ରା ଦ୍ଵାରା ଯନିପୂର୍ବକ ବୃଷ, ମେଷ, ମେଷଶାବକ ଓ ତହିଁ ସଙ୍ଗେ ନିରୂପିତ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ କ୍ରୟ କରି ତୁମ୍ଭମାନଙ୍କ ପରମେଶ୍ଵରଙ୍କ ଯିରୂଶାଲମସ୍ଥିତ ଗୃହର ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ତୁମ୍ଭେ ଏହି ମୁଦ୍ରା ଦ୍ୱାରା ବୃଷ, ଅଣ୍ତିରା ମେଷ, ମେଷଶାବକ ଓ ତହିଁ ସଙ୍ଗେ ନିରୂପିତ ଶସ୍ୟ ଓ ପେୟନୈବେଦ୍ୟ କ୍ରୟ କରି ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିରର ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ତୁମ୍ଭେ ଏହି ମୁଦ୍ରା ଦ୍ୱାରା ଯତ୍ନପୂର୍ବକ ବୃଷ, ମେଷ, ମେଷଶାବକ ଓ ତହିଁ ସଙ୍ଗେ ନିରୂପିତ ଭକ୍ଷ୍ୟ ଓ ପେୟ-ନୈବେଦ୍ୟ କ୍ରୟ କରି ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହର ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ତୁମ୍ଭେ ଏହି ମୁଦ୍ରା ଦ୍ୱାରା ଯତ୍ନପୂର୍ବକ ବୃଷ, ମେଷ, ମେଷଶାବକ ଓ ତହିଁ ସଙ୍ଗେ ନିରୂପିତ ଭକ୍ଷ୍ୟ ଓ ପେୟ ନୈବେଦ୍ୟ କ୍ରୟ କରି ତୁମ୍ଭମାନଙ୍କ ପରମେଶ୍ୱରଙ୍କ ଯିରୂଶାଲମସ୍ଥିତ ଗୃହର ଯଜ୍ଞବେଦି ଉପରେ ଉତ୍ସର୍ଗ କରିବ।