Ezra 7:18 — Compare Translations

5 translations compared side by side

Odia - 1840
"ଆଉ ଅବଶିଷ୍ଟ ରୂପା ଓ ସୁନା ରେ ତୁମ୍ଭକୁ ଓ ତୁମ୍ଭ ଭାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭମାନେେ ଆପଣାମାନଙ୍କ ପରମେଶ୍ବରଙ୍କ ଇଚ୍ଛା ପ୍ରମାଣେ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଅବଶିଷ୍ଟ ରୂପା ଓ ସୁନାରେ ତୁମ୍ଭକୁ ଓ ତୁମ୍ଭ ଭ୍ରାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ଵରଙ୍କ ଇଚ୍ଛା ପ୍ରମାଣେ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଅବଶିଷ୍ଟ ରୂପା ଓ ସୁନାରେ ତୁମ୍ଭକୁ ଓ ତୁମ୍ଭ ଭାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଇଚ୍ଛା ପ୍ରମାଣେ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଅବଶିଷ୍ଟ ରୂପା ଓ ସୁନାରେ ତୁମ୍ଭକୁ ଓ ତୁମ୍ଭ ଭ୍ରାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଇଚ୍ଛା ପ୍ରମାଣେ କରିବ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଅବଶିଷ୍ଟ ରୂପା ଓ ସୁନାରେ ତୁମ୍ଭକୁ ଓ ତୁମ୍ଭ ଭ୍ରାତୃବର୍ଗଙ୍କୁ ଯାହା କରିବାକୁ ଭଲ ଦିଶିବ, ତାହା ତୁମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଇଚ୍ଛା ପ୍ରମାଣେ କରିବ।