Ezra 7:19 — Compare Translations

5 translations compared side by side

Odia - 1840
"ପୁଣି ତୁମ୍ଭେ ପରମେଶ୍ବରଙ୍କ ମନ୍ଦିରର ସବୋର୍ଥକ ଯେ ସକଳପାତ୍ର ତୁମ୍ଭକୁ ଦିଆ ଯାଉଅଛି। ତାହାସବୁ ୟିରୁଶାଲମର ପରମେଶ୍ବରଙ୍କ ସମ୍ମୁଖ ରେ ସମର୍ପଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭ ପରମେଶ୍ଵରଙ୍କ ଗୃହର ସେବାର୍ଥକ ଯେସକଳ ପାତ୍ର ତୁମ୍ଭକୁ ଦିଆଯାଉଅଛି, ତାହାସବୁ ତୁମ୍ଭେ ଯିରୂଶାଲମର ପରମେଶ୍ଵରଙ୍କ ସମ୍ମୁଖରେ ସମର୍ପଣ କର ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତୁମ୍ଭେ ପରମେଶ୍ୱରଙ୍କ ମନ୍ଦିରର ସେବାର୍ଥକ ଯେ ସକଳପାତ୍ର ତୁମ୍ଭକୁ ଦିଆ ଯାଉଅଛି। ତାହା ସବୁ ଯିରୁଶାଲମର ପରମେଶ୍ୱରଙ୍କ ସମ୍ମୁଖରେ ସମର୍ପଣ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭ ପରମେଶ୍ୱରଙ୍କ ଗୃହର ସେବାର୍ଥକ ଯେସକଳ ପାତ୍ର ତୁମ୍ଭକୁ ଦିଆଯାଉଅଛି, ତାହାସବୁ ତୁମ୍ଭେ ଯିରୂଶାଲମର ପରମେଶ୍ୱରଙ୍କ ସମ୍ମୁଖରେ ସମର୍ପଣ କର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭ ପରମେଶ୍ୱରଙ୍କ ଗୃହର ସେବାର୍ଥକ ଯେସକଳ ପାତ୍ର ତୁମ୍ଭକୁ ଦିଆଯାଉଅଛି, ତାହାସବୁ ତୁମ୍ଭେ ଯିରୂଶାଲମର ପରମେଶ୍ୱରଙ୍କ ସମ୍ମୁଖରେ ସମର୍ପଣ କର।