Ezra 7:21 — Compare Translations

5 translations compared side by side

Odia - 1840
"ଆଉ ସ୍ବର୍ଗସ୍ଥ ପରମେଶ୍ବରଙ୍କ ବ୍ଯବସ୍ଥା ଅଧ୍ଯାପକ ଯାଜକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଲୋଡିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ବ୍ୟବସ୍ଥାଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଚାହିଁବ,
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥା ଅଧ୍ୟାପକ ଯାଜକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଲୋଡ଼ିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଚାହିଁବ,
Odia IRV 2017 (ଓଡିଆ ବାଇବେଲ)
ଆଉ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ବ୍ୟବସ୍ଥାଧ୍ୟାପକ ଏଜ୍ରା ଯାଜକ ତୁମ୍ଭମାନଙ୍କଠାରୁ ଯାହା ଯାହା ଚାହିଁବ,