Ezra 7:22 — Compare Translations
5 translations compared side by side
Odia - 1840
"ତାହାସବୁ 100 ତାଳନ୍ତ ପର୍ୟ୍ଯନ୍ତ ରୂପା ଓ 100 ମହଣ ପର୍ୟ୍ଯନ୍ତ ଗହମ ଓ 100 ମହଣ ପର୍ୟ୍ଯନ୍ତ ଦ୍ରାକ୍ଷାରସ ଓ 100 ମହଣ ପର୍ୟ୍ଯନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦବୋ ପାଇଁ ଆମ୍ଭେ ଆର୍ତ୍ତାକ୍ଷସ୍ତ ରାଜା ନଦୀ ସପୋରିସ୍ଥ ସମସ୍ତ କୋଷାଧ୍ଯକ୍ଷଙ୍କୁ ଆଜ୍ଞା କରୁଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାସବୁ ଏକ ଶହ ତାଳ; ପର୍ଯ୍ୟନ୍ତ ରୂପା ଓ ଏକ ଶହ ମହଣ ପର୍ଯ୍ୟନ୍ତ ଗହମ ଓ ଏକ ଶହ ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ ଏକ ଶହ ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯନିପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ତାହା ସବୁ 100 ତାଳନ୍ତ ପର୍ଯ୍ୟନ୍ତ ରୂପା ଓ 100 ମହଣ ପର୍ଯ୍ୟନ୍ତ ଗହମ ଓ 100 ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ 100 ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାସବୁ ଏକ ଶହ ତାଳନ୍ତ ପର୍ଯ୍ୟନ୍ତ ରୂପା ଓ ଏକ ଶହ ମହଣ ପର୍ଯ୍ୟନ୍ତ ଗହମ ଓ ଏକ ଶହ ମହଣ ପର୍ଯ୍ୟନ୍ତ ଦ୍ରାକ୍ଷାରସ ଓ ଏକ ଶହ ମହଣ ପର୍ଯ୍ୟନ୍ତ ତୈଳ ଓ ଅପରିମିତ ଲବଣ ଯତ୍ନପୂର୍ବକ ଦେବା ପାଇଁ ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜା ନଦୀ ସେପାରିସ୍ଥ ସମସ୍ତ କୋଷାଧ୍ୟକ୍ଷଙ୍କୁ ଆଜ୍ଞା କରୁଅଛୁ।
Odia IRV 2017 (ଓଡିଆ ବାଇବେଲ)