Ezra 7:23 — Compare Translations
5 translations compared side by side
Odia - 1840
"ସ୍ବର୍ଗସ୍ଥ ପରମେଶ୍ବରଙ୍କ ଦ୍ବାରା ଯାହା ଯାହା ଆଜ୍ଞା କରାଯାଉଛି, ତାହାସବୁ ସ୍ବର୍ଗସ୍ଥ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ଠିକ୍ରୂପେ କରାଯାଉ, କାରଣ ରାଜା ଓ ତାହାଙ୍କ ପୁତ୍ରଗଣର ରାଜ୍ଯବିରୁଦ୍ଧ ରେ କାହିଁକି କୋପ ବର୍ତ୍ତିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ଦ୍ଵାରା ଯାହା ଯାହା ଆଜ୍ଞା କରାଯାଇଅଛି, ତାହାସବୁ ସ୍ଵର୍ଗସ୍ଥ ପରମେଶ୍ଵରଙ୍କ ଗୃହ ନିମନ୍ତେ ଠିକ୍ ରୂପେ କରାଯାଉ; କାରଣ ରାଜା ଓ ତାଙ୍କ ପୁତ୍ରଗଣର ରାଜ୍ୟ ବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ?
Odia Bible ERV 2004 (ପବିତ୍ର ବାଇବଲ)
ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଦ୍ୱାରା ଯାହା ଯାହା ଆଜ୍ଞା କରାଯାଉଛି, ତାହା ସବୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ଠିକ୍ ରୂପେ କରାଯାଉ, କାରଣ ରାଜା ଓ ତାହାଙ୍କ ପୁତ୍ରଗଣର ରାଜ୍ୟବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଦ୍ୱାରା ଯାହା ଯାହା ଆଜ୍ଞା କରାଯାଇଅଛି, ତାହାସବୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଗୃହ ନିମନ୍ତେ ଠିକ୍ ରୂପେ କରାଯାଉ; କାରଣ ରାଜା ଓ ତାଙ୍କ ପୁତ୍ରଗଣର ରାଜ୍ୟ ବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ?
Odia IRV 2017 (ଓଡିଆ ବାଇବେଲ)
ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଦ୍ୱାରା ଯାହା ଯାହା ଆଜ୍ଞା କରାଯାଇଅଛି, ତାହାସବୁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଗୃହ ନିମନ୍ତେ ଠିକ୍ ରୂପେ କରାଯାଉ; କାରଣ ରାଜା ଓ ତାଙ୍କ ପୁତ୍ରଗଣର ରାଜ୍ୟ ବିରୁଦ୍ଧରେ କାହିଁକି କୋପ ବର୍ତ୍ତିବ?