Ezra 7:24 — Compare Translations

5 translations compared side by side

Odia - 1840
"ଆହୁରି ଯାଜକମାନଙ୍କର, ଲବେୀୟମାନଙ୍କର, ଗାଯକମାଙ୍କର, ଦ୍ବାରପାଳମାନଙ୍କର ନାଥୀନୀଯମାନଙ୍କର ଓ ପରମେଶ୍ବରଙ୍କ ଏହି ମନ୍ଦିରର ସବେକମାନଙ୍କର କାହାରି ଉପରେ କର, ରାଜସ୍ବ ବା ମାସୁଲ ବସାଇବା ବ୍ଯବସ୍ଥା ବିରୁଦ୍ଧ ହବେ ବୋଲି ଆମ୍ଭମାନେେ ତୁମ୍ଭକୁ ଜଣାଉ ଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଯାଜକମାନଙ୍କର ଓ ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ଵାରପାଳମାନଙ୍କର, ନଥୀନୀୟ-ମାନଙ୍କର ଓ ପରମେଶ୍ଵରଙ୍କ ଏହି ଗୃହର ସେବକମାନଙ୍କର କାହାରି ଉପରେ କର, ରାଜସ୍ଵ ବା ମାଶୁଲ ବସାଇବା ବ୍ୟବସ୍ଥାବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ଯାଜକମାନଙ୍କର, ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ୱାରପାଳମାନଙ୍କର ନଥୀନୀୟମାନଙ୍କର ଓ ପରମେଶ୍ୱରଙ୍କ ଏହି ମନ୍ଦିରର ସେବକମାନଙ୍କର କାହାରି ଉପରେ କର, ରାଜସ୍ୱ ବା ମାସୁଲ ବସାଇବା ବ୍ୟବସ୍ଥା ବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭକୁ ଜଣାଉ ଅଛୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଯାଜକମାନଙ୍କର ଓ ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ୱାରପାଳମାନଙ୍କର, ନଥୀନୀୟମାନଙ୍କର ଓ ପରମେଶ୍ୱରଙ୍କ ଏହି ଗୃହର ସେବକମାନଙ୍କର କାହାରି ଉପରେ କର, ରାଜସ୍ୱ ବା ମାଶୁଲ ବସାଇବା ବ୍ୟବସ୍ଥା ବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ।
Odia IRV 2017 (ଓଡିଆ ବାଇବେଲ)