Ezra 7:25 — Compare Translations

5 translations compared side by side

Odia - 1840
"ହେ ଏଜ୍ରା, ତୁମ୍ଭ ପରମେଶ୍ବରଙ୍କ ବିଷଯକ ଯେଉଁଜ୍ଞାନ ତୁମ୍ଭ ହସ୍ତ ରେ ଅଛି, ତଦନୁସା ରେ ନଦୀ ସପୋରିସ୍ଥ ସମସ୍ତ ଲୋକଙ୍କର ବିଗ୍ଭରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ବରଙ୍କ ବ୍ଯବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଗ୍ଭରକର୍ତ୍ତାମାନଙ୍କୁ ତୁମ୍ଭେ ନିୟୁକ୍ତି କର। ଆଉ ଯେ ତାହା ନ ଜାଣେ ତାହାକୁ ତୁମ୍ଭେ ଶିକ୍ଷା ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ହେ ଏଜ୍ରା, ତୁମ୍ଭ ପରମେଶ୍ଵରଙ୍କ ବିଷୟକ ଯେଉଁ ଜ୍ଞାନ ତୁମ୍ଭ ହସ୍ତରେ ଅଛି, ତଦନୁସାରେ ନଦୀ ସେପାରିସ୍ଥ ସମସ୍ତ ଲୋକଙ୍କର ବିଚାରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ଵରଙ୍କ ବ୍ୟବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଚାରକର୍ତ୍ତାମାନଙ୍କୁ ତୁମ୍ଭେ ନିଯୁକ୍ତ କର; ଆଉ, ଯେ ତାହା ନ ଜାଣେ, ତାହାକୁ ତୁମ୍ଭେମାନେ ଶିକ୍ଷା ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ହେ ଏଜ୍ରା, ତୁମ୍ଭ ପରମେଶ୍ୱରଙ୍କ ବିଷୟକ ଯେଉଁଜ୍ଞାନ ତୁମ୍ଭ ହସ୍ତରେ ଅଛି, ତଦନୁସାରେ ନଦୀ ସେପାରିସ୍ଥ ସମସ୍ତ ଲୋକଙ୍କର ବିଗ୍ଭରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଗ୍ଭରକର୍ତ୍ତାମାନଙ୍କୁ ତୁମ୍ଭେ ନିଯୁକ୍ତି କର। ଆଉ ଯେ ତାହା ନ ଜାଣେ ତାହାକୁ ତୁମ୍ଭେ ଶିକ୍ଷା ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ହେ ଏଜ୍ରା, ତୁମ୍ଭ ପରମେଶ୍ୱରଙ୍କ ବିଷୟକ ଯେଉଁ ଜ୍ଞାନ ତୁମ୍ଭ ହସ୍ତରେ ଅଛି, ତଦନୁସାରେ ନଦୀ ସେପାରିସ୍ଥ ସମସ୍ତ ଲୋକଙ୍କର ବିଚାରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଚାରକର୍ତ୍ତାମାନଙ୍କୁ ତୁମ୍ଭେ ନିଯୁକ୍ତ କର; ଆଉ, ଯେ ତାହା ନ ଜାଣେ, ତାହାକୁ ତୁମ୍ଭେମାନେ ଶିକ୍ଷା ଦିଅ।
Odia IRV 2017 (ଓଡିଆ ବାଇବେଲ)