Ezra 7:26 — Compare Translations

5 translations compared side by side

Odia - 1840
"ଯଦି କୌଣସି ଲୋକ ତୁମ୍ଭ ପରମେଶ୍ବରଙ୍କ ବ୍ଯବସ୍ଥା ନ ମାନିବ, ରାଜାଙ୍କର ବ୍ଯବସ୍ଥା ନ ମାନିବ, ସମାନେେ ନିଶ୍ଚିତ ରେ ଦଣ୍ତିତ ହବେେ। ତାହାର ଏହି ଦଣ୍ତ ତାର ଦୋଷ ଉପରେ ନିର୍ଭର କରେ। ତାହା ମୃତ୍ଯୁଦଣ୍ତ ହାଇପୋ ରେ, ନିର୍ବାସିତ ହାଇପୋ ରେ, ତାକୁ ଅର୍ଥଦଣ୍ତ ହାଇପୋ ରେ ବା ବନ୍ଦୀତ୍ବ ଦଣ୍ତ ଦିଆୟାଇ ପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେକେହି ତୁମ୍ଭ ପରମେଶ୍ଵରଙ୍କ ବ୍ୟବସ୍ଥା ଓ ରାଜବ୍ୟବସ୍ଥା ପାଳିବାକୁ ଅସମ୍ମତ ହେବ, ସେହି ଦୋଷ ପ୍ରାଣଦଣ୍ତର କି ନିର୍ବାସନର କି ଅର୍ଥଦଣ୍ତର କି କାରାଦଣ୍ତର ଯୋଗ୍ୟ ହେଉ ପଛେ, ଯନିପୂର୍ବକ ତାହାର ଶାସନ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ଲୋକ ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ନ ମାନିବ, ରାଜାଙ୍କର ବ୍ୟବସ୍ଥା ନ ମାନିବ, ସେମାନେ ନିଶ୍ଚିତରେ ଦଣ୍ତିତ ହେବେ। ତାହାର ଏହି ଦଣ୍ତ ତାର ଦୋଷ ଉପରେ ନିର୍ଭର କରେ। ତାହା ମୃତ୍ୟୁଦଣ୍ତ ହୋଇପାରେ, ନିର୍ବାସିତ ହୋଇପାରେ, ତାକୁ ଅର୍ଥଦଣ୍ତ ହୋଇପାରେ ବା ବନ୍ଦୀତ୍ୱ ଦଣ୍ତ ଦିଆଯାଇ ପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେକେହି ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଓ ରାଜ-ବ୍ୟବସ୍ଥା ପାଳିବାକୁ ଅସମ୍ମତ ହେବ, ସେହି ଦୋଷ ପ୍ରାଣଦଣ୍ଡର କି ନିର୍ବାସନର କି ଅର୍ଥଦଣ୍ଡର କି କାରାଦଣ୍ଡର ଯୋଗ୍ୟ ହେଉ ପଛେ, ଯତ୍ନପୂର୍ବକ ତାହାର ଶାସନ କରାଯିବ।”
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେକେହି ତୁମ୍ଭ ପରମେଶ୍ୱରଙ୍କ ବ୍ୟବସ୍ଥା ଓ ରାଜ ବ୍ୟବସ୍ଥା ପାଳିବାକୁ ଅସମ୍ମତ ହେବ, ସେହି ଦୋଷ ପ୍ରାଣଦଣ୍ଡର କି ନିର୍ବାସନର କି ଅର୍ଥଦଣ୍ଡର କି କାରାଦଣ୍ଡର ଯୋଗ୍ୟ ହେଉ ପଛେ, ଯତ୍ନପୂର୍ବକ ତାହାର ଶାସନ କରାଯିବ।”