Ezra 7:27 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ଆମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ବରଙ୍କର ପ୍ରଶଂସା କର। ୟିରୁଶାଲମସ୍ଥ ସଦାପ୍ରଭୁ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣ ରେ ପରମେଶ୍ବର ଏହିପରି ମନୋଭାବ ଦଇେଅଛନ୍ତି। ୟିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣ ରେ ପରମେଶ୍ବର ଏହିପରି ପ୍ରବୃତ୍ତି ଦଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ଵିତ କରିବାକୁ ରାଜାର ଅନ୍ତଃକରଣରେ ଏରୂପ ପ୍ରବୃତ୍ତି ଦେଇଅଛନ୍ତି,
Odia Bible ERV 2004 (ପବିତ୍ର ବାଇବଲ)
ଏଜ୍ରାଙ୍କର ପରମେଶ୍ୱରଙ୍କୁ ପ୍ରଶଂସା ସଦାପ୍ରଭୁ, ଆମ୍ଭ ପୂର୍ବପୁରୁଷମାନଙ୍କ ପରମେଶ୍ୱରଙ୍କର ପ୍ରଶଂସା କର। ଯିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣରେ ପରମେଶ୍ୱର ଏହିପରି ମନୋଭାବ ଦେଇଅଛନ୍ତି। ଯିରୁଶାଲମସ୍ଥ ସଦାପ୍ରଭୁଙ୍କ ମନ୍ଦିରକୁ ସମ୍ମାନ କରିବାକୁ ରାଜାର ଅନ୍ତଃକରଣରେ ପରମେଶ୍ୱର ଏହିପରି ପ୍ରବୃତ୍ତି ଦେଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ୱିତ କରିବାକୁ ରାଜାର ଅନ୍ତଃକରଣକୁ ଏରୂପ ଉଦ୍ଦୀପିତ କରିଅଛନ୍ତି,
Odia IRV 2017 (ଓଡିଆ ବାଇବେଲ)
ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ୱିତ କରିବାକୁ ରାଜାର ଅନ୍ତଃକରଣକୁ ଏରୂପ ଉଦ୍ଦୀପିତ କରିଅଛନ୍ତି,