Ezra 7:28 — Compare Translations

5 translations compared side by side

Odia - 1840
"ପୁଣି ସେ ରାଜାର ଓ ତାଙ୍କର ମନ୍ତ୍ରୀଗଣର ଓ ରାଜାଙ୍କର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତ ରେ ମାେ ପ୍ରତି ଅଧିକ ଦୟା ପ୍ରକାଶ କରି ଅଛନ୍ତି। ମୁଁ ଶକ୍ତିଶାଳୀ ହଲିେ କାରଣ ସଦାପ୍ରଭୁ ପରମେଶ୍ବରଙ୍କର ହସ୍ତ ମାେ ଉପରେ ଥିଲା। ଏହି ପ୍ରକା ରେ ମୁଁ ଇଶ୍ରାୟେଲର ଲୋକମାନଙ୍କର ମୁଖ୍ଯମାନଙ୍କୁ ମାେ ସହିତ ୟିବା ପାଇଁ ଏକତ୍ରୀତ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ରାଜାର ଓ ତାହାର ମନ୍ତ୍ରୀଗଣର ଓ ରାଜାର ପରାକ୍ରା; ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋʼ ପ୍ରତି ଦୟା ପ୍ରକାଶ କରିଅଛନ୍ତି, ସେ ଧନ୍ୟ ହେଉନ୍ତୁ । ଏହିରୂପେ ମୋʼ ପ୍ରତି ସଦାପ୍ରଭୁ ମୋʼ ପରମେଶ୍ଵରଙ୍କ ହସ୍ତର ସହାୟତା ପ୍ରମାଣେ ମୁଁ ସବଳ ହେଲି ଓ ମୋʼ ସଙ୍ଗେ ଯାତ୍ରା କରିବାକୁ ଇସ୍ରାଏଲ ମଧ୍ୟରୁ ପ୍ରଧାନ ଲୋକଙ୍କୁ ଏକତ୍ର କଲି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେ ରାଜାର ଓ ତାଙ୍କର ମନ୍ତ୍ରୀଗଣର ଓ ରାଜାଙ୍କର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋ’ ପ୍ରତି ଅଧିକ ଦୟା ପ୍ରକାଶ କରିଅଛନ୍ତି। ମୁଁ ଶକ୍ତିଶାଳୀ ହେଲି କାରଣ ସଦାପ୍ରଭୁ ପରମେଶ୍ୱରଙ୍କର ହସ୍ତ ମୋ’ ଉପରେ ଥିଲା। ଏହି ପ୍ରକାରେ ମୁଁ ଇସ୍ରାଏଲର ଲୋକମାନଙ୍କର ମୁଖ୍ୟମାନଙ୍କୁ ମୋ’ ସହିତ ଯିବା ପାଇଁ ଏକତ୍ରିତ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ରାଜାର ଓ ତାହାର ମନ୍ତ୍ରୀଗଣର ଓ ରାଜାର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋʼ ପ୍ରତି ଦୟା ପ୍ରକାଶ କରିଅଛନ୍ତି, ସେ ଧନ୍ୟ ହେଉନ୍ତୁ। ଏହିରୂପେ ମୋʼ ପ୍ରତି ସଦାପ୍ରଭୁ ମୋʼ ପରମେଶ୍ୱରଙ୍କ ହସ୍ତର ସହାୟତା ପ୍ରମାଣେ ମୁଁ ସବଳ ହେଲି ଓ ମୋʼ ସଙ୍ଗେ ଯାତ୍ରା କରିବାକୁ ଇସ୍ରାଏଲ ମଧ୍ୟରୁ ପ୍ରଧାନ ଲୋକଙ୍କୁ ଏକତ୍ର କଲି।
Odia IRV 2017 (ଓଡିଆ ବାଇବେଲ)
ଆଉ, ରାଜାର ଓ ତାହାର ମନ୍ତ୍ରୀଗଣର ଓ ରାଜାର ପରାକ୍ରାନ୍ତ ଅଧିପତି ସମସ୍ତଙ୍କ ସାକ୍ଷାତରେ ମୋ’ ପ୍ରତି ଦୟା ପ୍ରକାଶ କରିଅଛନ୍ତି, ସେ ଧନ୍ୟ ହେଉନ୍ତୁ। ଏହିରୂପେ ମୋ’ ପ୍ରତି ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ହସ୍ତର ସହାୟତା ପ୍ରମାଣେ ମୁଁ ସବଳ ହେଲି ଓ ମୋ’ ସଙ୍ଗେ ଯାତ୍ରା କରିବାକୁ ଇସ୍ରାଏଲ ମଧ୍ୟରୁ ପ୍ରଧାନ ଲୋକଙ୍କୁ ଏକତ୍ର କଲି।