Ezra 7:5 — Compare Translations

5 translations compared side by side

Odia - 1840
"ବୁକ୍କି ଅବୀଶୂଯର ପୁତ୍ର ଥିଲା। ଅବୀଶୂଯ ପୀନହସର ପୁତ୍ର ଥିଲା। ପୀନହସ୍ ଇଲିଯାସର ପୁତ୍ର ଥିଲା। ଇଲିଯାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲୋରୁ ୟିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମାଶାଙ୍କେର ବ୍ଯବସ୍ଥା ଖୁବ୍ ଭଲ ରୁପେ ଜାଣିଥିଲେ। ମାଶାଙ୍କେର ବ୍ଯବସ୍ଥା ସଦାପ୍ରଭୁ, ଇଶ୍ରାୟେଲର ପରମେଶ୍ବରଙ୍କ ଦ୍ବାରା ଦିଆୟାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବୁକ୍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍ର ସନ୍ତାନ, ପୀନହସ୍ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର;
Odia Bible ERV 2004 (ପବିତ୍ର ବାଇବଲ)
ବୁ‌କ୍‌କି ଅବୀଶୂୟର ପୁତ୍ର ଥିଲା। ଅବୀଶୂୟ ପୀନହ‌ସ୍‌ର ପୁତ୍ର ଥିଲା। ପୀନହ‌ସ୍‌ ଇଲିୟାସର ପୁତ୍ର ଥିଲା। ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର ଥିଲା। ଏଜ୍ରା ବାବିଲରୁ ଯିରୁଶାଲମକୁ ଆସିଲେ। ଏଜ୍ରା ଜଣେ ଶିକ୍ଷକ ଥିଲେ। ସେ ମୋଶାଙ୍କର ବ୍ୟବସ୍ଥା ଖୁବ୍ ଭଲ ରୂପେ ଜାଣିଥିଲେ। ମୋଶାଙ୍କର ବ୍ୟବସ୍ଥା ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଥିଲା। ରାଜା ଅର୍ତ୍ତକ୍ଷସ୍ତ ଏଜ୍ରାଙ୍କୁ ସବୁ ଦେଲେ ଯାହା ସେ ମାଗିଲେ। କାରଣ ସଦାପ୍ରଭୁ ଏଜ୍ରାଙ୍କ ସହିତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବୁକ୍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍‍ର ସନ୍ତାନ, ପୀନହସ୍‍ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର।
Odia IRV 2017 (ଓଡିଆ ବାଇବେଲ)
ବୁକ୍‍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍‍ର ସନ୍ତାନ, ପୀନହସ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର।