Ezra 7:6 — Compare Translations
5 translations compared side by side
Odia - 1840
"ଏହି ଏଜ୍ରା ଇଶ୍ରାୟେଲର ପରମେଶ୍ବର ସଦାପ୍ରଭୁଙ୍କ ପ୍ରଦତ୍ତ ମାଶାେ ବ୍ଯବସ୍ଥା ରେ ନିପୂଣ ଅଧ୍ଯାପକ ଥିଲା। ସେ ଯାହା ମାଗୁଥିଲା ରାଜା ତାକୁ ତାହା ପ୍ରଦାନ କରୁଥିଲେ। କାରଣ ସଦାପ୍ରଭୁ ତା'ର ପରମେଶ୍ବରଙ୍କ ହସ୍ତ ତା ଉପରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଏଜ୍ରା ଇସ୍ରାଏଲର ପରମେଶ୍ଵର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶା-ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲା; ପୁଣି, ତାହା ପ୍ରତି ତାହାର ପରମେଶ୍ଵର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାକୁ ପ୍ରଦାନ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଏଜ୍ରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶା ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲା। ସେ ଯାହା ମାଗୁଥିଲା ରାଜା ତାକୁ ତାହା ପ୍ରଦାନ କରୁଥିଲେ। କାରଣ ସଦାପ୍ରଭୁ ତା’ର ପରମେଶ୍ୱରଙ୍କ ହସ୍ତ ତା’ ଉପରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଏଜ୍ରା ବାବିଲରୁ ପ୍ରସ୍ଥାନ କଲେ; ସେ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ପ୍ରଦତ୍ତ ମୋଶାଙ୍କ ବ୍ୟବସ୍ଥାରେ ନିପୁଣ ଅଧ୍ୟାପକ ଥିଲେ; ପୁଣି, ତାଙ୍କ ପ୍ରତି ତାଙ୍କର ପରମେଶ୍ୱର ସଦାପ୍ରଭୁଙ୍କ ହସ୍ତର ସହାୟତା ପ୍ରମାଣେ ରାଜା ତାହାର ସମସ୍ତ ପ୍ରାର୍ଥିତ ବିଷୟ ତାହାଙ୍କୁ ପ୍ରଦାନ କଲେ।
Odia IRV 2017 (ଓଡିଆ ବାଇବେଲ)