Ezra 7:8 — Compare Translations

5 translations compared side by side

Odia - 1840
"ଆଉ ଏଜ୍ରା ପଞ୍ଚମ ମାସ ରେ ଅର୍ଥାତ୍ ରାଜାର ସଇେ ସପ୍ତମ ବର୍ଷ ରେ ୟିରୁଶାଲମ ରେ ଉପସ୍ଥିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏଜ୍ରା ପଞ୍ଚମ ମାସରେ, ଅର୍ଥାତ୍, ରାଜାର ସେହି ସପ୍ତମ ବର୍ଷରେ ଯିରୂଶାଲମରେ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଏଜ୍ରା ପଞ୍ଚମ ମାସରେ ଅର୍ଥାତ୍ ରାଜାର ସେଇ ସପ୍ତମ ବର୍ଷରେ ଯିରୁଶାଲମରେ ଉପସ୍ଥିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏଜ୍ରା ପଞ୍ଚମ ମାସରେ, ଅର୍ଥାତ୍‍, ରାଜାର ସେହି ସପ୍ତମ ବର୍ଷରେ ଯିରୂଶାଲମରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଏଜ୍ରା ପଞ୍ଚମ ମାସରେ, ଅର୍ଥାତ୍‍, ରାଜାର ସେହି ସପ୍ତମ ବର୍ଷରେ ଯିରୂଶାଲମରେ ଉପସ୍ଥିତ ହେଲେ।