Ezra 7:9 — Compare Translations

5 translations compared side by side

Odia - 1840
"କାରଣ ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ୟାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ସଦାପ୍ରଭୁ ପରମେଶ୍ବରଙ୍କ ମଙ୍ଗଳମଯ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନ ରେ ୟିରୁଶାଲମ ରେ ଉପସ୍ଥିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲା, ପୁଣି ତାହା ପ୍ରତି ପରମେଶ୍ଵରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ସଦାପ୍ରଭୁ ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୁଶାଲମରେ ଉପସ୍ଥିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ, ସେ ପ୍ରଥମ ମାସର ପ୍ରଥମ ଦିନ ବାବିଲରୁ ଯାତ୍ରା ଆରମ୍ଭ କଲେ, ପୁଣି ତାଙ୍କ ପ୍ରତି ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେ ପଞ୍ଚମ ମାସର ପ୍ରଥମ ଦିନରେ ଯିରୂଶାଲମରେ ଉପସ୍ଥିତ ହେଲେ।