Ezra 8:1 — Compare Translations
5 translations compared side by side
Odia - 1840
"ଏହି ନାମଗୁଡିକ ହେଉଛି ପିତୃବଂଶର ମୁଖ୍ଯମାନେ ଏବଂ ଅନ୍ୟ ଲୋକମାନେ ଯେଉଁମାନେ ଏଜ୍ରାଙ୍କ ସହିତ ବାବିଲୋନରୁ ୟିରୁଶାଲମକୁ ଆସିଥିଲେ। ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜାଙ୍କ ସମୟରେ ୟିରୁଶାଲମକୁ ଆସିଥିଲୁ। ଏହିଠା ରେ ସମାନଙ୍କେର ଚିଠା ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅର୍ତ୍ତକ୍ଷସ୍ତ ରାଜାର ଅଧିକାର ସମୟରେ ଆପଣା ଆପଣା ପିତୃବଂଶର ଯେଉଁ ପ୍ରଧାନବର୍ଗ ଆମ୍ଭ ସଙ୍ଗେ ବାବିଲରୁ ଯାତ୍ରା କଲେ, ସେମାନଙ୍କର ବଂଶାବଳୀ ଏହି, ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ଏଜ୍ରାଙ୍କ ସହିତ ଆସିଥିବା ପ୍ରାଚୀନବର୍ଗଙ୍କ ତାଲିକା ଏହି ନାମଗୁଡ଼ିକ ହେଉଛି ପିତୃବଂଶର ମୁଖ୍ୟମାନେ ଏବଂ ଅନ୍ୟ ଲୋକମାନେ ଯେଉଁମାନେ ଏଜ୍ରାଙ୍କ ସହିତ ବାବିଲୋନ୍ରୁ ଯିରୁଶାଲମକୁ ଆସିଥିଲେ। ଆମ୍ଭେ ଅର୍ତ୍ତକ୍ଷସ୍ତ ରାଜାଙ୍କ ସମୟରେ ଯିରୁଶାଲମକୁ ଆସିଥିଲୁ। ଏହିଠାରେ ସେମାନଙ୍କର ଚିଠା ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଅର୍ତ୍ତକ୍ଷସ୍ତ ରାଜାର ଅଧିକାର ସମୟରେ ଆପଣା ଆପଣା ପିତୃବଂଶର ଯେଉଁ ପ୍ରଧାନବର୍ଗ ଆମ୍ଭ ସଙ୍ଗେ ବାବିଲରୁ ଯାତ୍ରା କଲେ, ସେମାନଙ୍କର ବଂଶାବଳୀ ଏହି, ଯଥା,
Odia IRV 2017 (ଓଡିଆ ବାଇବେଲ)
ଅର୍ତ୍ତକ୍ଷସ୍ତ ରାଜାର ଅଧିକାର ସମୟରେ ଆପଣା ଆପଣା ପିତୃବଂଶର ଯେଉଁ ପ୍ରଧାନବର୍ଗ ଆମ୍ଭ ସଙ୍ଗେ ବାବିଲରୁ ଯାତ୍ରା କଲେ, ସେମାନଙ୍କର ବଂଶାବଳୀ ଏହି, ଯଥା,