Ezra 8:11 — Compare Translations
5 translations compared side by side
Odia - 1840
"ବବଯରେ ବଂଶଧରମାନଙ୍କ ମଧ୍ଯରୁ ବବଯରେ ପୁତ୍ର ଜିଖରିଯ ଓ ତାହାଙ୍କ ସଙ୍ଗେ 28 ପୁରୁଷ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବେବୟର ସନ୍ତାନଗଣ ମଧ୍ୟରୁ ବେବୟର ପୁତ୍ର ଜିଖରୀୟ ଓ ତାଙ୍କ ସଙ୍ଗେ ଅଠାଇଶ ପୁରୁଷ ।
Odia Bible ERV 2004 (ପବିତ୍ର ବାଇବଲ)
ବେବୟର ବଂଶଧରମାନଙ୍କ ମଧ୍ୟରୁ ବେବୟର ପୁତ୍ର ଯିଖରିୟ ଓ ତାହାଙ୍କ ସଙ୍ଗେ 28ପୁରୁଷ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବେବୟର ସନ୍ତାନଗଣ ମଧ୍ୟରୁ ବେବୟର ପୁତ୍ର ଜିଖରୀୟ ଓ ତାଙ୍କ ସଙ୍ଗେ ଅଠାଇଶ ପୁରୁଷ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବେବୟର ସନ୍ତାନଗଣ ମଧ୍ୟରୁ ବେବୟର ପୁତ୍ର ଜିଖରୀୟ ଓ ତାଙ୍କ ସଙ୍ଗେ ଅଠାଇଶ ପୁରୁଷ।