Ezra 8:13 — Compare Translations
5 translations compared side by side
Odia - 1840
"ଅଦୋନୀକାମର ବଂଶଧରମାନଙ୍କ ମଧ୍ଯରୁ କନିଷ୍ଠମାନେ ଓ ସମାନଙ୍କେ ନାମ ଇଲିଫଲେଟ୍, ୟିଯୂଯଲେ, ଶମଯିମ ଓ ସମାନଙ୍କେ ସଙ୍ଗେ 60 ପୁରୁଷ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଅଦୋନୀକାମର ସନ୍ତାନଗଣ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଏହି, ଇଲୀଫେଲଟ୍, ଯିୟୂୟେଲ୍ ଓ ଶମୟୀୟ; ସେମାନଙ୍କ ସଙ୍ଗେ ଷାଠିଏ ପୁରୁଷ ।
Odia Bible ERV 2004 (ପବିତ୍ର ବାଇବଲ)
ଅଦୋନୀକାମର ବଂଶଧରମାନଙ୍କ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଇଲିଫେଲଟ୍, ଯିୟୂୟେଲ, ଶମୟିମ ଓ ସେମାନଙ୍କ ସଙ୍ଗେ 60 ପୁରୁଷ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଅଦୋନୀକାମର ସନ୍ତାନଗଣ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଏହି, ଇଲୀଫେଲଟ୍, ଯିୟୀୟେଲ୍ ଓ ଶମୟୀୟ; ସେମାନଙ୍କ ସଙ୍ଗେ ଷାଠିଏ ପୁରୁଷ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଅଦୋନୀକାମର ସନ୍ତାନଗଣ ମଧ୍ୟରୁ କନିଷ୍ଠମାନେ ଓ ସେମାନଙ୍କ ନାମ ଏହି, ଇଲୀଫେଲଟ୍, ଯିୟୀୟେଲ୍ ଓ ଶମୟୀୟ; ସେମାନଙ୍କ ସଙ୍ଗେ ଷାଠିଏ ପୁରୁଷ।