Ezra 8:15 — Compare Translations
5 translations compared side by side
Odia - 1840
"ମୁଁ ଏହି ଲୋକମାନଙ୍କୁ ଅହବା ଆଡକୁ ପ୍ରବାହିତ ନଦୀ ନିକଟରେ ଏକତ୍ର କଲି। ସଠାେରେ ଆମ୍ଭମାନେେ ଛାଉଣୀ କରି ତିନିଦିନ ରହିଲୁ। ମୁଁ ଲୋକମାନଙ୍କ ମଧିଅରେ ଓ ଯାଜକମାନଙ୍କ ମଧିଅରେ ଖାଜେିଲି କିନ୍ତୁ ଲବେୀର କୌଣସି ପୁତ୍ରକୁ ପାଇଲି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମକୁ ପ୍ରତ୍ୟାବର୍ତ୍ତନ ମୁଁ ଏହି ଲୋକମାନଙ୍କୁ ଅହବା ଆଡ଼କୁ ପ୍ରବାହିତ ନଦୀ ନିକଟରେ ଏକତ୍ର କଲି। ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ। ମୁଁ ଲୋକମାନଙ୍କ ମଧ୍ୟରେ ଓ ଯାଜକମାନଙ୍କ ମଧ୍ୟରେ ଖୋଜିଲି କିନ୍ତୁ ଲେବୀର କୌଣସି ପୁତ୍ରକୁ ପାଇଲି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ଏମାନଙ୍କୁ ଅହବାଗାମିନୀ ନଦୀ ନିକଟରେ ଏକତ୍ର କଲି; ଆଉ, ସେଠାରେ ଆମ୍ଭେମାନେ ଛାଉଣି କରି ତିନି ଦିନ ରହିଲୁ; ଏଥିରେ ମୁଁ ଲୋକମାନଙ୍କୁ ଓ ଯାଜକମାନଙ୍କୁ ନିରୀକ୍ଷଣ କରି ଲେବୀର ସନ୍ତାନଗଣ ମଧ୍ୟରୁ କାହାକୁ ପାଇଲି ନାହିଁ।