Ezra 8:16 — Compare Translations
5 translations compared side by side
Odia - 1840
"ତେଣୁ ମୁଁ ଇଲୀଯଷେର, ଅରୀଯଲେ, ଶମଯିଯ ଓ ଇଲ୍ନାଥନ ଓ ୟାରିବ୍ ଇଲ୍ନାଥନ ଓ ନାଥନ, ଜିଖରୀଯ ଓ ମଶୁଲ୍ଲମ୍ ଏହି ପ୍ରଧାନ ଲୋକମାନଙ୍କୁ ମଧ୍ଯ ୟୋଯାରୀବ ଓ ଇଲ୍ନାଥନ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ମୁଁ ଇଲୀୟେଷର, ଅରୀୟେଲ, ଶମୟୀୟ ଓ ଇଲ୍ନାଥନ୍ ଓ ଯାରିବ୍ ଓ ଇଲ୍ନାଥନ୍ ଓ ନାଥନ୍ ଓ ଜିଖରୀୟ ଓ ମଶୁଲ୍ଲମ୍, ଏହି ପ୍ରଧାନ ଲୋକମାନଙ୍କୁ; ମଧ୍ୟ ଯୋୟାରୀବ୍ ଓ ଇଲ୍ନାଥନ୍ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ଇଲୀୟେଷର, ଅରୀୟେଲ, ଶମୟିୟ, ଇଲ୍ନାଥନ, ଯାରିବ୍, ଇଲ୍ନାଥନ, ନାଥନ, ଜିଖରିୟ ଓ ମଶୁଲ୍ଲମ୍ ଏହି ପ୍ରଧାନ ଲୋକମାନଙ୍କୁ ମଧ୍ୟ ଯୋୟାରୀବ ଓ ଇଲ୍ନାଥନ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ମୁଁ ଇଲୀୟେଜର, ଅରୀୟେଲ, ଶମୟୀୟ, ଇଲ୍ନାଥନ୍, ଯାରିବ, ଇଲ୍ନାଥନ୍, ନାଥନ, ଜିଖରୀୟ ଓ ମଶୁଲ୍ଲମ୍, ଏହି ପ୍ରଧାନ ଲୋକମାନଙ୍କୁ; ମଧ୍ୟ ଯୋୟାରୀବ୍ ଓ ଇଲ୍ନାଥନ୍ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି।
Odia IRV 2017 (ଓଡିଆ ବାଇବେଲ)
ତେବେ ମୁଁ ଇଲୀୟେଜର, ଅରୀୟେଲ, ଶମୟୀୟ, ଇଲ୍ନାଥନ୍, ଯାରିବ, ଇଲ୍ନାଥନ୍, ନାଥନ, ଜିଖରୀୟ ଓ ମଶୁଲ୍ଲମ୍, ଏହି ପ୍ରଧାନ ଲୋକମାନଙ୍କୁ; ମଧ୍ୟ ଯୋୟାରୀବ୍ ଓ ଇଲ୍ନାଥନ୍ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି।