Ezra 8:17 — Compare Translations

5 translations compared side by side

Odia - 1840
"ଏହାପରେ ମୁଁ ସମାନଙ୍କେୁ କାସିଫିଆ ନାମକ ଏକ ସ୍ଥାନର ପ୍ରଧାନଲୋକ ଇଦ୍ଦୋ ନିକଟକୁ ପଠାଇଲି। ଏବଂ ଆମ୍ଭମାନଙ୍କ ପରମେଶ୍ବରଙ୍କ ମନ୍ଦିର ନିମନ୍ତେ ଆମ୍ଭମାନଙ୍କ ନିକଟକୁ ପରିଗ୍ଭରକମାନଙ୍କୁ ଆଣିବା ପାଇଁ କାସିଫିଆ ସ୍ଥାନସ୍ଥ ଇଦ୍ଦୋକୁ ଓ ତା'ର ଭାତୃଗଣ ନାଥୀନୀଯମାନଙ୍କୁ କହିବାକୁ ସମାନଙ୍କେୁ ଆଦେଶ ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ମୁଁ ସେମାନଙ୍କୁ କାସିଫିଆ ନାମକ ସ୍ଥାନର ପ୍ରଧାନ ଲୋକ ଇଦ୍ଦୋ ନିକଟକୁ ପଠାଇଲି; ପୁଣି, ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ନିମନ୍ତେ ଆମ୍ଭମାନଙ୍କ ନିକଟକୁ ପରିଚାରକମାନଙ୍କୁ ଆଣ ବୋଲି କାସିଫିଆ ସ୍ଥାନସ୍ଥ ଇଦ୍ଦୋକୁ ଓ ତାହାର ଭ୍ରାତୃଗଣ ନଥୀନୀୟମାନଙ୍କୁ କହିବା ପାଇଁ ମୁଁ ସେମାନଙ୍କୁ ଆଦେଶ କଲି ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ମୁଁ ସେମାନଙ୍କୁ କାସିଫିଆ ନାମକ ଏକ ସ୍ଥାନର ପ୍ରଧାନଲୋକ ଇଦ୍ଦୋ ନିକଟକୁ ପଠାଇଲି। ଏବଂ ଆମ୍ଭମାନଙ୍କ ପରମେଶ୍ୱରଙ୍କ ମନ୍ଦିର ନିମନ୍ତେ ଆମ୍ଭମାନଙ୍କ ନିକଟକୁ ପରିଗ୍ଭରକମାନଙ୍କୁ ଆଣିବା ପାଇଁ କାସିଫିଆ ସ୍ଥାନସ୍ଥ ଇଦ୍ଦୋକୁ ଓ ତା’ର ଭାତୃଗଣ ନଥୀନୀୟମାନଙ୍କୁ କହିବାକୁ ସେମାନଙ୍କୁ ଆଦେଶ ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୁଁ ସେମାନଙ୍କୁ କାସିଫିଆ ନାମକ ସ୍ଥାନର ପ୍ରଧାନ ଲୋକ ଇଦ୍ଦୋ ନିକଟକୁ ପଠାଇଲି; ପୁଣି, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ନିମନ୍ତେ ଆମ୍ଭମାନଙ୍କ ନିକଟକୁ ପରିଚାରକମାନଙ୍କୁ ଆଣ ବୋଲି କାସିଫିଆ ସ୍ଥାନସ୍ଥ ଇଦ୍ଦୋକୁ ଓ ତାହାର ଭ୍ରାତୃଗଣ ନଥୀନୀୟମାନଙ୍କୁ କହିବା ପାଇଁ ମୁଁ ସେମାନଙ୍କୁ ଆଦେଶ କଲି।
Odia IRV 2017 (ଓଡିଆ ବାଇବେଲ)