Ezra 8:18 — Compare Translations

5 translations compared side by side

Odia - 1840
"ତେଣୁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପରମେଶ୍ବର ମଙ୍ଗଳମଯ ହସ୍ତର ସହାୟତା ପ୍ରମାଣେ ସମାନେେ ଇଶ୍ରାୟେଲର ପୌତ୍ର,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପରମେଶ୍ଵରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ସନ୍ତାନଗଣ ମଧ୍ୟରୁ ଏକ ଜଣ ପ୍ରବୀଣ ଲୋକକୁ; ପୁଣି, ଶେରେବୀୟ ଓ ତାହାର ପୁତ୍ର ଓ ଭ୍ରାତୃଗଣ ସମେତ ଅଠର ଜଣକୁ;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ପରମେଶ୍ୱର ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ବଂଶଧରମାନଙ୍କ ମଧ୍ୟରୁ ଜଣେ ପ୍ରବେଶ ଲୋକକୁ ଏବଂ ଶେରେବିୟ ଓ ତାହାର ପୁତ୍ର ଓ ଭାତୃଗଣ ସମେତ 18 ଜଣଙ୍କୁ ପଠାଇଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଆମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପରମେଶ୍ୱରଙ୍କ ମଙ୍ଗଳମୟ ହସ୍ତର ସହାୟତା ପ୍ରମାଣେ ସେମାନେ ଇସ୍ରାଏଲର ପୌତ୍ର, ଲେବୀର ପୁତ୍ର ମହଲିର ସନ୍ତାନଗଣ ମଧ୍ୟରୁ ଏକ ଜଣ ପ୍ରବୀଣ ଲୋକକୁ; ପୁଣି, ଶେରେବୀୟ ଓ ତାହାର ପୁତ୍ର ଓ ଭ୍ରାତୃଗଣ ସମେତ ଅଠର ଜଣକୁ;
Odia IRV 2017 (ଓଡିଆ ବାଇବେଲ)