Ezra 8:19 — Compare Translations
5 translations compared side by side
Odia - 1840
"ହସବିଯ ଓ ତାହା ସଙ୍ଗେ ମରାରି ବଂଶଧରମାନଙ୍କ ମଧ୍ଯରୁ ୟିଶଯାହ ତାହାର ଭାତୃଗଣ ଓ ସମାନଙ୍କେ ପୁତ୍ରଗଣ ଏପରି କୋଡିଏ ଜଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ହଶବୀୟ ଓ ତାହା ସଙ୍ଗେ ମରାରି-ସନ୍ତାନଗଣ ମଧ୍ୟରୁ ଯିଶାୟାହ, ତାହାର ଭ୍ରାତୃଗଣ ଓ ସେମାନଙ୍କ ପୁତ୍ରଗଣ ସମେତ କୋଡ଼ିଏ ଜଣକୁ;
Odia Bible ERV 2004 (ପବିତ୍ର ବାଇବଲ)
ହସବିୟ ଓ ତାହା ସଙ୍ଗେ ମରାରି ବଂଶଧରମାନଙ୍କ ମଧ୍ୟରୁ ଯିଶୟାହ ତାହାର ଭାତୃଗଣ ଓ ସେମାନଙ୍କ ପୁତ୍ରଗଣ ଏପରି କୋଡ଼ିଏ ଜଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ହଶବୀୟ ଓ ତାହା ସଙ୍ଗେ ମରାରି-ସନ୍ତାନଗଣ ମଧ୍ୟରୁ ଯିଶାୟାହ, ତାହାର ଭ୍ରାତୃଗଣ ଓ ସେମାନଙ୍କ ପୁତ୍ରଗଣ ସମେତ କୋଡ଼ିଏ ଜଣକୁ;
Odia IRV 2017 (ଓଡିଆ ବାଇବେଲ)
ଆଉ, ହଶବୀୟ ଓ ତାହା ସଙ୍ଗେ ମରାରି-ସନ୍ତାନଗଣ ମଧ୍ୟରୁ ଯିଶାୟାହ, ତାହାର ଭ୍ରାତୃଗଣ ଓ ସେମାନଙ୍କ ପୁତ୍ରଗଣ ସମେତ କୋଡ଼ିଏ ଜଣକୁ;