Ezra 8:2 — Compare Translations
5 translations compared side by side
Odia - 1840
"ପୀନହସର ବଂଶଧରମାନଙ୍କ ମଧ୍ଯରୁ ଗେର୍ଶୋମ, ଈଥାମରର ବଂଶଧରମାନଙ୍କ ମଧ୍ଯରୁ ଦାନିୟେଲ। ଦାଉଦଙ୍କ ବଂଶଧରମାନଙ୍କ ମଧ୍ଯରୁ ହଟୂଶ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୀନହସ୍ର ସନ୍ତାନଗଣ ମଧ୍ୟରୁ ଗେର୍ଶୋମ୍; ଈଥାମରର ସନ୍ତାନଗଣ ମଧ୍ୟରୁ ଦାନିୟେଲ; ଦାଉଦଙ୍କର ସନ୍ତାନଗଣ ମଧ୍ୟରୁ ହଟୂଶ୍ ।
Odia Bible ERV 2004 (ପବିତ୍ର ବାଇବଲ)
ପୀନହସ୍ର ବଂଶଧରମାନଙ୍କ ମଧ୍ୟରୁ ଗେର୍ଶୋମ, ଈଥାମରର ବଂଶଧରମାନଙ୍କ ମଧ୍ୟରୁ ଦାନିୟେଲ। ଦାଉଦଙ୍କ ବଂଶଧରମାନଙ୍କ ମଧ୍ୟରୁ ହଟୂଶ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୀନହସ୍ର ସନ୍ତାନଗଣ ମଧ୍ୟରୁ ଗେର୍ଶୋମ; ଈଥାମରର ସନ୍ତାନଗଣ ମଧ୍ୟରୁ ଦାନିୟେଲ; ଦାଉଦଙ୍କର ସନ୍ତାନଗଣ ମଧ୍ୟରୁ ହଟୂଶ୍।
Odia IRV 2017 (ଓଡିଆ ବାଇବେଲ)
ପୀନହସ୍ର ସନ୍ତାନଗଣ ମଧ୍ୟରୁ ଗେର୍ଶୋମ; ଈଥାମରର ସନ୍ତାନଗଣ ମଧ୍ୟରୁ ଦାନିୟେଲ; ଦାଉଦଙ୍କର ସନ୍ତାନଗଣ ମଧ୍ୟରୁ ହଟୂଶ୍।