Ezra 8:20 — Compare Translations
5 translations compared side by side
Odia - 1840
"ଦାଉଦ ଓ ଅଧିପତିମାନେ ଯେଉଁ ଲୋକମାନଙ୍କୁ ଲବେୀୟମାନଙ୍କ ସବୋକାର୍ୟ୍ଯ ନିମନ୍ତେ ଦଇେଥିଲେ, ସମାନଙ୍କେ ମଧ୍ଯରୁ 220 ଜଣ ନଥନୀଯ ମନ୍ଦିରର ଦାସ ଆଣିଲେ। ଏହି ସମସ୍ତଙ୍କ ନାମ ଲିଖିତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଦାଉଦ ଓ ଅଧିପତିମାନେ ଯେଉଁ ନଥୀନୀୟ-ମାନଙ୍କୁ ଲେବୀୟମାନଙ୍କ ସେବାକାର୍ଯ୍ୟ ନିମନ୍ତେ ଦେଇଥିଲେ, ସେମାନଙ୍କ ମଧ୍ୟରୁ ଦୁଇ ଶହ କୋଡ଼ିଏ ଜଣ ନଥୀନୀୟ ଲୋକ ଆଣିଲେ; ଏସମସ୍ତଙ୍କ ନାମ ଲିଖିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦାଉଦ ଓ ଅଧିପତିମାନେ ଯେଉଁ ଲୋକମାନଙ୍କୁ ଲେବୀୟମାନଙ୍କ ସେବାକାର୍ଯ୍ୟ ନିମନ୍ତେ ଦେଇଥିଲେ, ସେମାନଙ୍କ ମଧ୍ୟରୁ 220 ଜଣ ନଥନିୟ ମନ୍ଦିରର ଦାସ ଆଣିଲେ। ଏହି ସମସ୍ତଙ୍କ ନାମ ଲିଖିତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଦାଉଦ ଓ ଅଧିପତିମାନେ ଯେଉଁ ନଥୀନୀୟମାନଙ୍କୁ ଲେବୀୟମାନଙ୍କ ସେବାକାର୍ଯ୍ୟ ନିମନ୍ତେ ଦେଇଥିଲେ, ସେମାନଙ୍କ ମଧ୍ୟରୁ ଦୁଇ ଶହ କୋଡ଼ିଏ ଜଣ ନଥୀନୀୟ ଲୋକ ଆଣିଲେ; ଏସମସ୍ତଙ୍କ ନାମ ଲିଖିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଦାଉଦ ଓ ଅଧିପତିମାନେ ଯେଉଁ ନଥୀନୀୟମାନଙ୍କୁ ଲେବୀୟମାନଙ୍କ ସେବାକାର୍ଯ୍ୟ ନିମନ୍ତେ ଦେଇଥିଲେ, ସେମାନଙ୍କ ମଧ୍ୟରୁ ଦୁଇ ଶହ କୋଡ଼ିଏ ଜଣ ନଥୀନୀୟ ଲୋକ ଆଣିଲେ; ଏସମସ୍ତଙ୍କ ନାମ ଲିଖିତ ହେଲା।