Ezra 8:21 — Compare Translations

5 translations compared side by side

Odia - 1840
"ଏହାପରେ ଆମ୍ଭମାନଙ୍କ ନିମନ୍ତେ, ଆମ୍ଭମାନଙ୍କ ସନ୍ତାନମାନଙ୍କ ନିମନ୍ତେ, ଆମ୍ଭମାନଙ୍କର ସମସ୍ତ ସାମଗ୍ରୀ ନିମନ୍ତେ ଓ ସକଳ ସମ୍ପତ୍ତି ପାଇଁ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାଯ ରେ ଆମ୍ଭମାନଙ୍କ ପରମେଶ୍ବରଙ୍କ ସାକ୍ଷାତ ରେ ଆପଣାମାନଙ୍କୁ ନମ୍ରକରିବା ପାଇଁ ମୁଁ ଅହିବାନଦୀ ନିକଟରେ ଉପବାସ ଘାଷେଣା କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ⇧ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ଆମ୍ଭମାନଙ୍କ ନିମନ୍ତେ, ଆମ୍ଭମାନଙ୍କ ସନ୍ତାନମାନଙ୍କ ନିମନ୍ତେ, ଆମ୍ଭମାନଙ୍କର ସମସ୍ତ ସାମଗ୍ରୀ ନିମନ୍ତେ ଓ ସକଳ ସମ୍ପତ୍ତି ପାଇଁ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ମୁଁ ଅହିବାନଦୀ ନିକଟରେ ଉପବାସ ଘୋଷଣା କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ।
Odia IRV 2017 (ଓଡିଆ ବାଇବେଲ)