Ezra 8:22 — Compare Translations
5 translations compared side by side
Odia - 1840
"କାରଣ ପଥ ମଧିଅରେ ଶତୃ ବିରୁଦ୍ଧ ରେ ଆମ୍ଭମାନଙ୍କୁ ସାହାର୍ୟ୍ଯ କରିବା ପାଇଁ ରାଜାଙ୍କୁ ଏକଦଳ ସୈନ୍ଯ ଓ ଅଶ୍ବାରୋହୀ ମାଗିବାକୁ ମୁଁ ଲଜ୍ଜା ବୋଧ କଲି। ମୁଁ ରାଜାଙ୍କୁ ଏହି କଥା କହିଲି, ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ବରଙ୍କୁ ଭରସା କରନ୍ତି, ସମାନଙ୍କେର ମଙ୍ଗଳ ପାଇଁ ସମାନଙ୍କେ ପ୍ରତି ତାଙ୍କର ସହାୟତା ଅଛି। ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ଯାଗ କରନ୍ତି, ତାଙ୍କର ଶକ୍ତି ଓ କୋର୍ଧ ସମାନଙ୍କେର ବିରୁଦ୍ଧ ରେ ଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ-କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ଵାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ଵରଙ୍କର ଅନ୍ଵେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି⇧, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି, ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କୁ ସାହାଯ୍ୟ କରିବା ପାଇଁ ରାଜାଙ୍କୁ ଏକଦଳ ସୈନ୍ୟ ଓ ଅଶ୍ୱାରୋହୀ ମାଗିବାକୁ ମୁଁ ଲଜ୍ଜା ବୋଧ କଲି। ମୁଁ ରାଜାଙ୍କୁ ଏହି କଥା କହିଲି, ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କୁ ଭରସା କରନ୍ତି, “ସେମାନଙ୍କର ମଙ୍ଗଳ ପାଇଁ ସେମାନଙ୍କ ପ୍ରତି ତାଙ୍କର ସହାୟତା ଅଛି। ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ତାଙ୍କର ଶକ୍ତି ଓ କ୍ରୋଧ ସେମାନଙ୍କର ବିରୁଦ୍ଧରେ ଥାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।
Odia IRV 2017 (ଓଡିଆ ବାଇବେଲ)