Ezra 8:23 — Compare Translations
5 translations compared side by side
Odia - 1840
"ଏଣୁ ଆମ୍ଭମାନେେ ଉପବାସ କଲୁ ଏବଂ ଆମ୍ଭମାନଙ୍କ ପରମେଶ୍ବରଙ୍କ ନିକଟରେ ବିନତୀ କଲୁ ଏବଂ ସେ ଆମ୍ଭମାନଙ୍କ ପ୍ରାର୍ଥନାର ଉତ୍ତର ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଆମ୍ଭେମାନେ ଉପବାସ କଲୁ ଏବଂ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କଲୁ ଏବଂ ସେ ଆମ୍ଭମାନଙ୍କ ପ୍ରାର୍ଥନାର ଉତ୍ତର ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆମ୍ଭେମାନେ ଉପବାସ କଲୁ ଓ ତହିଁ ନିମନ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିକଟରେ ବିନତି କଲୁ; ତହିଁରେ ସେ ଆମ୍ଭମାନଙ୍କ ପ୍ରତି ପ୍ରସନ୍ନ ହେଲେ।