Ezra 8:24 — Compare Translations

5 translations compared side by side

Odia - 1840
"ତେଣୁ ମୁଁ ଯାଜକମାନଙ୍କ ମଧ୍ଯରୁ ବାରଜଣ ପ୍ରଧାନ ଲୋକଙ୍କୁ ଅର୍ଥାତ୍ ଶେ ରବେିଯ, ହଶବିଯ ଓ ସମାନଙ୍କେ ସହିତ ସମାନଙ୍କେର ଦଶଜଣ ଭ୍ରାତାଙ୍କୁ ପୃଥକ୍ କଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ମୁଁ ଯାଜକମାନଙ୍କ ମଧ୍ୟରୁ ବାର ଜଣ ପ୍ରଧାନ ଲୋକଙ୍କୁ, ଅର୍ଥାତ୍, ଶେରେବୀୟ, ହଶବୀୟ ଓ ସେମାନଙ୍କ ସହିତ ସେମାନଙ୍କର ଦଶ ଜଣ ଭ୍ରାତାଙ୍କୁ ପୃଥକ୍ କଲି;
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ମୁଁ ଯାଜକମାନଙ୍କ ମଧ୍ୟରୁ ବାର ଜଣ ପ୍ରଧାନ ଲୋକଙ୍କୁ ଅର୍ଥାତ୍ ଶେରେବିୟ, ହଶବିୟ ଓ ସେମାନଙ୍କ ସହିତ ସେମାନଙ୍କର ଦଶ ଜଣ ଭ୍ରାତାଙ୍କୁ ପୃଥକ କଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ମୁଁ ଯାଜକମାନଙ୍କ ମଧ୍ୟରୁ ବାର ଜଣ ପ୍ରଧାନ ଲୋକଙ୍କୁ, ଅର୍ଥାତ୍‍, ଶେରେବୀୟ, ହଶବୀୟ ଓ ସେମାନଙ୍କ ସହିତ ସେମାନଙ୍କର ଦଶ ଜଣ ଭ୍ରାତାଙ୍କୁ ପୃଥକ କଲି;
Odia IRV 2017 (ଓଡିଆ ବାଇବେଲ)
ତହୁଁ ମୁଁ ଯାଜକମାନଙ୍କ ମଧ୍ୟରୁ ବାର ଜଣ ପ୍ରଧାନ ଲୋକଙ୍କୁ, ଅର୍ଥାତ୍‍, ଶେରେବୀୟ, ହଶବୀୟ ଓ ସେମାନଙ୍କ ସହିତ ସେମାନଙ୍କର ଦଶ ଜଣ ଭ୍ରାତାଙ୍କୁ ପୃଥକ୍‍ କଲି;