Ezra 8:25 — Compare Translations
5 translations compared side by side
Odia - 1840
"ଆଉ ରାଜା ଓ ତାହାଙ୍କ ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇଶ୍ରାୟେଲ ସମସ୍ତ ଲୋକେ ଆମ୍ଭମାନଙ୍କ ପରମେଶ୍ବରଙ୍କର ମନ୍ଦିର ନିମନ୍ତେ ଯେଉଁ ରୂପା, ସୁନା ଓ ପାତ୍ରମାନସବୁ ଉପହାର କରିଥିଲେ, ତାହା ମୁଁ ସମାନଙ୍କେୁ ତୌଲି ଦଲେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ରାଜା ଓ ତାହାର ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ଲୋକ ସମସ୍ତେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହ ନିମନ୍ତେ ଯେଉଁ ରୂପା ଓ ସୁନା ଓ ପାତ୍ରସବୁ ଉପହାର ରୂପେ ପ୍ରଦାନ କରିଥିଲେ, ତାହା ସେମାନଙ୍କୁ ତୌଲି ଦେଲି;
Odia Bible ERV 2004 (ପବିତ୍ର ବାଇବଲ)
ଆଉ ରାଜା ଓ ତାହାଙ୍କ ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ସମସ୍ତ ଲୋକେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ମନ୍ଦିର ନିମନ୍ତେ ଯେଉଁ ରୂପା, ସୁନା ଓ ପାତ୍ରମାନସବୁ ଉପହାର କରିଥିଲେ, ତାହା ମୁଁ ସେମାନଙ୍କୁ ତୌଲି ଦେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ରାଜା ଓ ତାହାର ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ଲୋକ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ନିମନ୍ତେ ଯେଉଁ ରୂପା ଓ ସୁନା ଓ ପାତ୍ରସକଳ ଉପହାର ରୂପେ ପ୍ରଦାନ କରିଥିଲେ, ତାହା ସେମାନଙ୍କୁ ତୌଲି ଦେଲି;
Odia IRV 2017 (ଓଡିଆ ବାଇବେଲ)
ଆଉ, ରାଜା ଓ ତାହାର ମନ୍ତ୍ରୀଗଣ ଓ ତାହାର ଅଧିପତିମାନେ ଓ ଉପସ୍ଥିତ ଇସ୍ରାଏଲ ଲୋକ ସମସ୍ତେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ ନିମନ୍ତେ ଯେଉଁ ରୂପା ଓ ସୁନା ଓ ପାତ୍ରସକଳ ଉପହାର ରୂପେ ପ୍ରଦାନ କରିଥିଲେ, ତାହା ସେମାନଙ୍କୁ ତୌଲି ଦେଲି;