Ezra 8:28 — Compare Translations

5 translations compared side by side

Odia - 1840
"ଏବଂ ମୁଁ ବାରଜଣ ଯାଜକମାନଙ୍କୁ କହିଲି, ତୁମ୍ଭମାନେେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ପବିତ୍ର ଓ ପାତ୍ର ସବୁ ପବିତ୍ର, ଆଉ ଏହି ରୂପା ଓ ସୁନା ତୁମ୍ଭମାନଙ୍କ ସଦାପ୍ରଭୁ ପୂର୍ବପୁରୁଷମାନଙ୍କର ପରମେଶ୍ବର ଉଦ୍ଦେଶ୍ଯ ରେ ସ୍ବେଚ୍ଛାଦତ୍ତ ଉପହାର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ମୁଁ ସେମାନଙ୍କୁ କହିଲି, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଓ ପାତ୍ରସବୁ ପବିତ୍ର; ଆଉ, ଏହି ରୂପା ଓ ସୁନା ତୁମ୍ଭମାନଙ୍କ ପିତୃଗଣର ପରମେଶ୍ଵର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ଵେଚ୍ଛାଦତ୍ତ ଉପହାର ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ବାର ଜଣ ଯାଜକମାନଙ୍କୁ କହିଲି, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଓ ପାତ୍ର ସବୁ ପବିତ୍ର, ଆଉ ଏହି ରୂପା ଓ ସୁନା ତୁମ୍ଭମାନଙ୍କ ସଦାପ୍ରଭୁ ପୂର୍ବପୁରୁଷମାନଙ୍କର ପରମେଶ୍ୱର ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟ ଓ ପାତ୍ରସକଳ ମଧ୍ୟ ପବିତ୍ର ଅଟେ; ଆଉ, ଏହି ରୂପା ଓ ସୁନା ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଅଟେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମୁଁ ସେମାନଙ୍କୁ କହିଲି, “ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟ ଓ ପାତ୍ରସକଳ ମଧ୍ୟ ପବିତ୍ର ଅଟେ; ଆଉ, ଏହି ରୂପା ଓ ସୁନା ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଅଟେ।